Posted inଖେଳ

ଏହି କ୍ରିକେଟର୍‌ଙ୍କୁ ଡେଟ୍‌ କରୁଛନ୍ତି ଶାହାରୁଖଙ୍କ ଝିଅ!

ଚେନ୍ନାଇ,୨୭।୫: କୋଲକାତା ନାଇଟ ରାଇଡର୍ସ (କେକେଆର୍‌) ମାଲିକ ଶାହାରୁଖ ଖାନ ତାଙ୍କ ଦଳର ଆଇପିଏଲ ୨୦୨୪ ଚାମ୍ପିଅନ ହୋଇଥିବାର ଦେଖି ବେଶ୍‌ ଖୁସି ଅଛନ୍ତି। କିଙ୍ଗ ଖାନଙ୍କ ଝିଅ ସୁହାନା ଖାନ ମଧ୍ୟ କେକେଆର ଟ୍ରଫି ଜିତିବାର ଏକ ଅଂଶ ହୋଇଥିଲେ ଏବଂ ସେ ତାଙ୍କ ପିତାଙ୍କୁ ଆଲିଙ୍ଗନ କରିବା ପରେ ଭାବପ୍ରବଣ ହୋଇଥିଲେ। ଶାହାରୁଖଙ୍କୁ ଆଲିଙ୍ଗନ କରିବାର ଭିଡିଓ ଭାଇରାଲ ହେବାରେ ଲାଗିଛି। କିନ୍ତୁ ଏବେ ଚର୍ଚ୍ଚା ହେଉଛି, ସୁହାନା କେକେଆରର ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଡେଟ କରୁଛନ୍ତି। ଗତ ବର୍ଷ ମଧ୍ୟ ରିଙ୍କୁ ଏବଂ ସୁହାନାଙ୍କ ସମ୍ପର୍କ ବିଷୟରେ ଗୁଜବ ସାମ୍ନାକୁ ଆସିଥିଲା। ବର୍ତ୍ତମାନ ପୁଣି ଥରେ ରିଙ୍କୁ-ସୁହାନା ଡେଟ୍‌ ଖବରକୁ ନେଇ ପୁଣି ଗୁଜବ ଉଠିଛି।
କିଛି ଦିନ ପୂର୍ବରୁ ସୁହାନା ଭେଟେରାନ ଅଭିନେତା ଅମିତାଭ ବଚ୍ଚନଙ୍କ ନାତି ଅଗସ୍ତ୍ୟ ନନ୍ଦାଙ୍କୁ ଡେଟିଂ କରୁଥିବା ଚର୍ଚ୍ଚା ହେଉଥିଲା।

 

View this post on Instagram

 

A post shared by @thebindutimes


Enter your email to get our daily news in your inbox.

All Right Reserved By Dharitri.Com

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri