Posted inଫୁରସତ

ଏହି ଗୁମ୍ଫାରେ ରହିଛି ବିମ୍ବିସାରଙ୍କ ସୁନା ଭଣ୍ଡାର…

ଭାରତରେ ଥିବା କେତେକ ଐତିହାସିକ ସ୍ଥଳର ରହସ୍ୟର ସମାଧାନ ଆଧୁନିକ ବିଜ୍ଞାନ କରିବାକୁ ଅସମର୍ଥ। ସେହିପରି ଏକ ଗୁମ୍ଫା ରହିଛି ବିହାର ରାଜଗିରିରେ। ଏଠାରେ ଥିବା ସୋନ ଭଣ୍ଡାର ଗୁମ୍ଫାରେ ମଗଧର ମୌର୍ଯ୍ୟ ଶାସକ ବିମ୍ବିସାରଙ୍କ ଅସୁମାରୀ ଧନ ସମ୍ପତ୍ତି ରହିଛି। ଲୋକେ ଏନେଇ ଅନେକ କାହାଣୀ ମଧ୍ୟ କହିଥାନ୍ତି। ଏହି ଗୁମ୍ଫାର ଲମ୍ବ ୧୦.୪ ମିଟର, ଚୌଡ଼ା ୫.୨ ମିଟର ଏବଂ ଉଚ୍ଚା ୧.୫ ମିଟର। ଗୁମ୍ଫାର ଦ୍ୱାର ବଡ଼ ପଥରରେ ବନ୍ଦ ହୋଇଛି। ତେବେ ଏହାକୁ ଏପର୍ଯ୍ୟନ୍ତ କେହି ଖୋଲି ନ ଥିବା ସ୍ଥାନୀୟ ଲୋକେ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା…

ନିଆରା ଟ୍ରେନ: ଲାଲ୍‌ ସିଗ୍‌ନାଲ୍‌ ନୁହେଁ, ହାତରେ ଯାଏ ଅଟକି

ପ୍ରତିଦିନ ହଜାର ହଜାର ଟ୍ରେନ ଦେଶସାରା ସିଗନାଲ ଅନୁସାରେ ଚାଲିଥାଏ। ସିଗନାଲ ଗ୍ରୀନ୍‌ ହେଲେ ଆରମ୍ଭ ହୁଏ ଏବଂ ସିଗନାଲ ଲାଲ ହେଲେ ବନ୍ଦ ହୋଇଯାଏ। ଭାରତରେ…

ଭାରତର ପ୍ରଥମ ଟ୍ରେନ୍‌, ଜାଣନ୍ତୁ ଏହା ବିଷୟରେ କିଛି ଆକର୍ଷଣୀୟ କଥା…

ଭାରତରେ ଅଧିକାଂଶ ଲୋକ ଟ୍ରେନ୍‌ରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ଭାରତରେ ରେଳ ଯାତ୍ରାକୁ ସୁଲଭ ଏବଂ ଆରାମଦାୟକ ବୋଲି ବିବେଚନା କରାଯାଏ। ଏହି କାରଣରୁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri