Posted inଫୁରସତ

ଏହି ଜିଲାପିକୁ ଖାଇବାକୁ ଦେଶ ବିଦେଶରୁ ଆସନ୍ତି ଗ୍ରାହକ…

ଭାରତରେ ଜିଲାପି ବେଶ୍‌ ଲୋକପ୍ରିୟ। ଏହାକୁ କେହି କେହି ଜଲେବି ମଧ୍ୟ କୁହନ୍ତି। ଏହାର ପ୍ରସ୍ତୁତି ଶୈଳୀ ଅନ୍ୟ ମିଠା ତୁଳନାରେ ଭିନ୍ନ ରହିଥାଏ। ମଧ୍ୟପ୍ରଦେଶରେ ବଡ଼ ବଡ଼ ଜିଲାପି ପ୍ରସ୍ତୁତ ହୋଇଥାଏ। ଏସବୁ ଜିଲାପିର ଓଜନ ୩ ଶହରୁ ୫ ଶହ ଗ୍ରାମ ମଧ୍ୟରେ ହୋଇଥାଏ। ସ୍ଥାନୀୟ ଲୋକେ ଏହାକୁ ଇମରତି କୁହନ୍ତି। ଏହାର ପ୍ରସ୍ତୁତି ପ୍ରଣାଳୀ ଜିଲାପିଠାରୁ ଅଳ୍ପ ଭିନ୍ନ ବୋଲି କୁହାଯାଇଥାଏ। ଏହାକୁ ଖାଇବାକୁ ଦେଶ ବିଦେଶରୁ ଗ୍ରାହକ ମଧ୍ୟପ୍ରଦେଶ ଆସିଥାନ୍ତି। ଏଠାକାର ବିଭିନ୍ନ ପର୍ଯ୍ୟଟନ ସ୍ଥଳ ବୁଲିବା ସହିତ ଜିଲାପି ଖାଇବାର ମଜ୍ଜା ମଧ୍ୟ ଉଠାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଗରକୁ କୋଳରେ ଧରି ରିଲ୍ସ କରୁଥିଲେ ମହିଳା,ଏବେ ଭଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୦।୦୬: ସୋସିଆଲ ମିଡିଆରେ ଲୋକମାନେ ଲାଇକ ଏବଂ ଭ୍ୟୁ ପାଇଁ କେତେ ଦୂର ଯାଆନ୍ତି ତାହା ଦେଖାଇ ଆଉ ଏକ ଆଶ୍ଚର୍ଯ୍ୟଜନକ ଉଦାହରଣ ସାମ୍ନାକୁ ଆସିଛି। ବର୍ତ୍ତମାନ…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଯଦି ମୁଁ ବିବାହ କରିବି ମୋ’ ବାନ୍ଧବୀଙ୍କୁ, ୨ ଯୁବତୀ ଏମିତି ଜିଦ୍‌ ଧରିବାରୁ ପରିବାର ଲୋକେ…

ଲକ୍ଷ୍ନୌ,୩ା୬: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରୁ ପୁଣି ଥରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଦିନ ହେବ ଖତୌଲି ପୋଲିସ ଷ୍ଟେଶନରେ ଦୁଇ ଯୁବତୀଙ୍କ ସହିତ ଜଡ଼ିତ…

ସତରେ କଣ ଛାତରେ ଚୂନ କିମ୍ବା ଧଳା ରଙ୍ଗ ଲଗାଇଲେ ଗରମ କମିଥାଏ? ଜାଣନ୍ତୁ ଏହା ପଛର…

ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଗରମ ଯୋଗୁ ଲୋକେ ହାହୁତାଶ ହେଉଛନ୍ତି। ଏଭଳି ସ୍ଥିତିରେ ଘରକୁ ଭିତରୁ ଥଣ୍ଡା ରଖିବା ପାଇଁ ଲୋକେ ବିଭିନ୍ନ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri