Posted inଖେଳ

ଏହି ଦୁଇ ଭାରତୀୟ କ୍ରିକେଟର ଗୋଟିଏ ମ୍ୟାଚ୍‌ରେ ଉଇକେଟ୍‌ କିପିଂ କରି ମଧ୍ୟ ନେଇଛନ୍ତି ଉଇକେଟ୍‌

କ୍ରିକେଟରେ ଉଇକେଟ କିପିଂ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ। ସବୁ ଦଳ ଏକ ଅଭିଜ୍ଞ ଉଇକେଟ କିପର ନେଇ ଖେଳିବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଯଦି ଉଇକେଟ କିପର ଅଲରାଉଣ୍ଡର ହୋଇଥାନ୍ତି ତେବେ ଦଳ ପାଇଁ ଏହା ଶୁଭଙ୍କର ହୋଇଥାଏ। ଭାରତୀୟ କ୍ରିକେଟରେ ଏମିତି ଦୁଇଜଣ ଉଇକେଟ୍‌ କିପର ଥିଲେ ଯେ କି, ଦଳ ପାଇଁ ଉଇକେଟ୍‌ କିପିଂ, ବ୍ୟାଟିଂ ସହ ବୋଲିଂ କରି ମଧ୍ୟ ଉଇକେଟ ନେଇଛନ୍ତି।

ମହେନ୍ଦ୍ର ସିଂ ଧୋନୀ
ଭାରତୀୟ କ୍ରିକେଟ ଦଳର ଉଇକେଟ କିପର ବ୍ୟାଟ୍ସମ୍ୟାନ୍‌ ତଥା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୨୦୦୯ ଚାମ୍ପିୟନ୍ସ ଟ୍ରଫିରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଏକ ମ୍ୟାଚରେ ବୋଲିଂ କରି ଉଇକେଟ୍‌ ନେଇଥିଲେ। ଏହି ମ୍ୟାଚରେ ସେ ଉଇକେଟ୍‌ କିପିଂ ମଧ୍ୟ କରିଥିଲେ। ମିଡିୟମ୍‌ ପେସ୍‌ ବୋଲିଂ କରୁଥିବା ଧୋନୀ ୨ ଓଭର ବୋଲିଂ କରି ୧୪ ରନ୍‌ ଦେଇ ୨ଟି ଉଇକେଟ୍‌ ନେଇଥିଲେ।

ସୟଦ କିରମାନୀ
୧୯୮୩ ବିଶ୍ୱକପ୍‌ ବିଜେତା ଟିମ୍‌ର ସଦସ୍ୟ ଥିବା ସୟଦ୍‌ କିରମାନୀଙ୍କ ନାଁରେ ମଧ୍ୟ ଅନ୍ତର୍ଜାତୀୟ ଉଇକେଟ୍‌ ନେବାର ରେକର୍ଡ ରହିଛି। ୧୯୮୩ରେ ପାକିସ୍ତାନ ବିପକ୍ଷ ଟେଷ୍ଟରେ ସେ ଗୋଟିଏ ଉଇକେଟ୍‌ ନେଇଥିଲେ। ଏହି ମ୍ୟାଚରେ ସେ ଉଇକେଟ କିପିଂ ମଧ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri