Posted inଫୁରସତ

ଏହି ଦୁର୍ଗରେ ରହିଛି ଚମତ୍କାର ପାରସ ପଥର: ଯାହା ଲୁହାକୁ କରେ ସୁନା

ଦୁନିଆରେ ଏପରି କିଛି ଚମତ୍କାର ଜିନିଷ ଅଛି, ଯାହା ବିଷୟରେ ଲୋକେ କାହାଣୀରେ ପଢ଼ିଥିବେ। ଏପରି ଏକ ଚମତ୍କାର ପଥର ହେଉଛି ପାରସ ପଥର। ପାରସ ପଥର ଲୁହାକୁ ସୁନା କରିଥାଏ। ଏହି ପଥର ବିଷୟରେ ଆପଣ ଅନେକ ପଢ଼ିଥିବେ ମାତ୍ର ଏହି ପଥରକୁ ଖୋଜିବାରେ କେହି ସଫଳ ହୋଇ ନାହାନ୍ତି। ତେବେ ଏକ ଦୁର୍ଗରେ ଏହି ପଥର ଥିବା ଦାବି କରାଯାଉଛି।ଏଥିପାଇଁ ପ୍ରତିବର୍ଷ ଲୋକ ଏହି ବିଶ୍ୱାସ ନେଇ ଦୁର୍ଗ ଖୋଳିବାକୁ ଆସିଥାନ୍ତି।
ଭୋପାଳଠାରୁ ୫୦ କିଲୋମିଟର ଦୂର ରାଇସେନଠାରେ ଏହି ଦୁର୍ଗ ଅବସ୍ଥିତ। ଏହି ଦୁର୍ଗର ରାଜାଙ୍କ ପାଖରେ ପାରସ ପଥର ଥିଲା। ଏହାକୁ ନେବା ଲାଗି ଅନେକ ଥର ଯୁଦ୍ଧ ହୋଇଛି। ଏକଦା ରାଜା ଏହାକୁ ଦୁର୍ଗରେ ଫୋପାଡି ଦେଇଥିଲେ। ଏ ନେଇ ସେ କାହାକୁ ଜଣାଇ ନ ଥିଲେ। ପରେ ଯୁଦ୍ଧରେ ତାଙ୍କର ମୃତ୍ୟୁ ଘଟିଥିଲା। ଧିରେଧିରେ ଦୁର୍ଗ ମଧ୍ୟ ନଷ୍ଟ ହେବାରେ ଲାଗିଲା। ଏହାପରେ ଅନେକ ରାଜା ଦୁର୍ଗରେ ପଥର ଖୋଜି ନିରାଶ ହୋଇଛନ୍ତି। ଲୋକେ ଏବେ ମଧ୍ୟ ସେହି ପାରସ ପଥର ଆଶାରେ ଦୁର୍ଗରେ ଘୁରି ବୁଲନ୍ତି।
କୁହାଯାଏ କି, ଏହାକୁ ଖୋଜୁଥିବା ଲୋକ ସେମାନଙ୍କ ମାନସିକ ସନ୍ତୁଳନ ହରାଇ ଦେଇଛନ୍ତି। ପ୍ରତ୍ନତତ୍ୱଙ୍କୁ ଏ ନେଇ କୌଣସି ପ୍ରମାଣ ମିଳି ନ ଥିବା ବେଳେ ଲୋକେ ଲୁଚିଲୁଚି ପାରସ ଖୋଜିବାକୁ ଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ମଝି ଆକାଶରେ ବିମାନର ଇଞ୍ଜିନର ଲାଗିଲା ନିଆଁ, କୋଲକାତାରେ….

କୋଲକାତା,୪ା୨: ପଶ୍ଚିମବଙ୍ଗର କୋଲକାତା ବିମାନବନ୍ଦରରେ ତୁର୍କୀସ୍ ଏୟାରଲାଇନ୍ସର ଏକ ବିମାନ ଜରୁରୀକାଳୀନ ଅବତରଣ କରିଛି । ବିମାନଟି କାଠମାଣ୍ଡୁରୁ ଇସ୍ତାନବୁଲ ଅଭିମୁଖେ ଯାତ୍ରା କରୁଥିଲା। ତୁର୍କୀସ୍ ଏୟାରଲାଇନ୍ସର…

ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ଅନଲାଇନ କୋଚିଂ: SC, OBC ଆଦି ବର୍ଗଙ୍କୁ ମିଳିବ ସୁବିଧା

ନୂଆଦିଲ୍ଲୀ,୪ା୨: ଦେଶର ପଛୁଆ ବର୍ଗର ଛାତ୍ରୀଛାତ୍ରଙ୍କୁ ମାଗଣା ଅନଲାଇନ କୋଚିଂ ଦେବେ ସରକାର। ଅନୁସୂଚିତ ଜାତି, ପଛୁଆ ବର୍ଗ ଏବଂ ଆର୍ଥିକ ଅନଗ୍ରସର ଶ୍ରେଣୀର ମେଧାବୀଙ୍କୁ ଶିକ୍ଷା…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri