Posted inଫୁରସତ

ଏହି ଦେଶରେ ବାପା ହେଲେ ପୁରୁଷଙ୍କୁ ମିଳିଥାଏ ସର୍ବାଧିକ ଛୁଟି

ସାଧାରଣତଃ ପିଲା ଜନ୍ମ ଦେଲେ କାର୍ଯ୍ୟସ୍ଥଳରେ ମା’ଙ୍କୁ ଛୁଟି ମିଳିଥାଏ। ମାତ୍ର କେଉଁଠି ବାପାଙ୍କୁ ଛୁଟି ମିଳୁଥିବାର ଶୁଣିଛନ୍ତି। ଆଜ୍ଞା ହଁ, ଏମିତି ଏକ ଦେଶ ହେଉଛି ଜାପାନ। ଯେଉଁଠି ସନ୍ତାନ ଜନ୍ମ ହେଲେ ବାପାଙ୍କୁ କାର୍ଯ୍ୟସ୍ଥଳରେ ସର୍ବାଧିକ ଛୁଟି ମିଳିଥାଏ। ବାପା ହେଲେ ଏଠି ୩୦ ସପ୍ତାହ ଛୁଟି ମିଳିଥାଏ। ତାହା ପୁଣି ପୂରା ଦରମା ସହ। ଏହି କାରଣରୁ ଏଠାରେ ୫ ପ୍ରତିଶତ ପୁରୁଷ ଛୁଟିରେ ରହିଥାନ୍ତି। ଖାଲି ଜାପାନ ନୁହେଁ, କୋରିଆରେ ମଧ୍ୟ କାର୍ଯ୍ୟସ୍ଥଳରୁ ପୁରୁଷମାନଙ୍କୁ ଛୁଟି ମିଳିଥାଏ। ଏଠି ୧୭ ସପ୍ତାହ ଛୁଟି ମିଳିବା ସହ ପୂରା ଦରମା ମିଳିଥାଏ। ଏଠାରେ କମ୍‌ ସଂଖ୍ୟକ ପୁରୁଷ ଛୁଟି ନେଇଥାନ୍ତି। ପର୍ତ୍ତୁଗାଲରେ କେହି ବାପା ହେଲେ ବିନା ବେତନରେ ୨୦ ଦିନ ଛୁଟି ମିଳିଥାଏ। ସେହିପରି ଆଉ ଏକ ଦେଶ ହେଉଛି ସ୍ବିଡେନ୍‌। ଏଠାରେ କେହି ବାପା ହେଲେ ତାଙ୍କୁ କାର୍ଯ୍ୟାଳୟରୁ ୯୦ ଦିନ ଛୁଟି ମିଳିଥାଏ। ଏହି ତାଲିକାରେ ଭାରତର ନାଁ ୧୩ ନଂ.ରେ ରହିଛି। ୨୦୧୭ ମସିହାରୁ ଭାରତରେ କେହି ବାପା ହେଲେ କିଛି କାର୍ଯ୍ୟସ୍ଥଳରୁ ପୁରୁଷମାନଙ୍କୁ ୧୫ ଦିନ ଛୁଟି ମିଳିବା ସହ ପୂରା ଦରମା ମିଳିଥାଏ।   କାର୍ଯ୍ୟସ୍ଥଳର


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri