Posted inଫୁରସତ

ଏହି ଦେଶରେ ରହିଛି ଏପରି ଅଜବ ସ୍କୁଲ

ସାଧାରଣତଃ ଅନୁକୂଳ ପରିବେଶ ମଧ୍ୟରେ ସ୍କୁଲ ରହିଥାଏ। ଯେଉଁଠିକି ପିଲାମାନେ ସହଜ ଏବଂ ସୁବିଧାରେ ଯାଇଆସି ପାଠ ପଢ଼ିପାରିବେ। ମାତ୍ର ଆଜି ଏମିତି କିଛି ସ୍କୁଲ ବିଷୟରେ କହିବୁ, ଯେଉଁଠି ପାଠପଢ଼ା ଚାଲିଥାଏ ବିପଦପୂର୍ଣ୍ଣ ସ୍ଥାନରେ। ଜାଣନ୍ତୁ  ଏପରି ଅଜବ ସ୍କୁଲ ସମ୍ପର୍କରେ…

ଫ୍ଲୋଟିଂ ବା ଭାସମାନ ସ୍କୁଲ:
ନାଇଜେରିଆରେ ଏମିତି ଏକ ସ୍କୁଲ ରହିଛି, ଯାହାକୁ ଫ୍ଲୋଟିଂ ସ୍କୁଲ କୁହାଯାଏ। ଏହା ନଦୀ ଭିତରେ ରହିଛି। ଏଠାରେ ଏକାସଙ୍ଗରେ ୧୦୦ ପିଲା ବସି ପଢ଼ିପାରିବେ। ଏଠାରେ ପାଣି କେତେବେଳେ କମିଥାଏ ତ କେତେବେଳେ ବଢ଼ିଯାଇଥାଏ। ତଥାପି ପିଲାମାନେ ଆରାମରେ ବସି ପଢ଼ିଥାନ୍ତି। ଏପରିକି ଖରାପ ପାଗ ଥିଲେ ମଧ୍ୟ ପିଲାଙ୍କର ପାଠପଢ଼ାରେ କୌଣସି ଅସୁବିଧା ହୁଏ ନାହିଁ ବୋଲି ସ୍କୁଲ କର୍ତ୍ତୃପକ୍ଷ କହିଛନ୍ତି।

କେଭ୍‌ ସ୍କୁଲ:
ସେହିପରି ଆଉ ଏକ ସ୍କୁଲ ରହିଛି ଚାଇନାରେ। ସ୍କୁଲଟି କେଭ୍‌ ବା ଗୁମ୍ଫା ଭିତରେ ଚାଲିଛି। ଏଠାରେ ପ୍ରାୟ ୧୮୬ ଜଣ ପିଲା ପଢୁଥିବାବେଳେ ୮ ଜଣ ଶିକ୍ଷକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିକୋଣୀୟ ପ୍ରେମରୁ ହତ୍ୟା, ବନ୍ଧା ହେଲେ ୩ ଅଭିଯୁକ୍ତ

ବରଗଡ଼,୪।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲି ରାସ୍ତାରେ ଯୁବକ ଚନ୍ଦନ ରାଉତଙ୍କୁ ଅତି ନିର୍ମମ ଭାବେ...

କାମସାରି ଘରକୁ ଫେରୁଥିଲେ: ଗଛରେ ପିଟି ହୋଇ ଚାଲିଗଲା ୨ସାଙ୍ଗଙ୍କ ଜୀବନ

ସନ୍ତ୍ରୀଛକ,୪।୧(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ବଉଳିଗଡ଼ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଗଛରେ ପିଟି ହୋଇ ୨ସାଙ୍ଗଙ୍କ ମୃତ୍ୟୁ ଘଟିଛି।...

ବେଙ୍ଗାଲୁରୁରେ ନାବାଳିକାଙ୍କୁ ଗଣବଳାତ୍କାର: ଗିରଫ ହେଲେ ୩ ଅଭିଯୁକ୍ତ

ବେଙ୍ଗାଲୁରୁ,୪ା୧: କର୍ନାଟକର ହୁବ୍‌ଲିରେ ଜଣେ ୧୩ ବର୍ଷୀୟା ବାଳିକାଙ୍କୁ ୩ ଜଣ ନାବାଳକ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତମାନଙ୍କ ବୟସ ୧୪ରୁ ୧୫ ବର୍ଷ...

୮୦ ବର୍ଷ ବୟସରେ ଖଡିଆଳ ରାଜାଙ୍କ ପରଲୋକ, ସୁନ୍ଦର ନଦୀ ଘାଟରେ ଶେଷକୃତ୍ୟ ସମ୍ପନ୍ନ

ଖଡ଼ିଆଳ,୪।୧(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡିଆଳ ରାଜା ଜିତାମିତ୍ର ପ୍ରସାଦ ସିଂ ଦେଓଙ୍କ ୮୦ ବର୍ଷ ବୟସରେ ପରଲୋକ ହୋଇଛି । ରବିବାର ସକାଳରେ...

ପଞ୍ଚମ ଆଶେସ୍‌ ଟେଷ୍ଟ: ପ୍ରଥମ ଦିନ ଖେଳ ସୁଦ୍ଧା ଇଂଲଣ୍ଡ ୨୧୧/ ୩

ସିଡ୍‌ନୀ,୪ା୧: ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ମଧ୍ୟରେ ରବିବାରଠାରୁ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍‌ସିଜି)ରେ ପଞ୍ଚମ ତଥା ଅନ୍ତିମ ଆଶେସ୍‌ ଟେଷ୍ଟ କ୍ରିକେଟ୍‌ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଜୋ...

ନାଇଜେରିଆରେ ବଡ଼ ଆକ୍ରମଣ, ଗୁଳି ମାଡ଼ରେ ଅତି କମରେ ୩୦ ଜଣଙ୍କର ମୃତ୍ୟୁ

ଅବୁଜା,୪।୧ : ନାଇଜେରିଆର ଏକ ଗାଁକୁ ବନ୍ଧୁକଧାରୀମାନେ ପୁଣି ଥରେ ଟାର୍ଗେଟ କରିଛନ୍ତି  । ରିପୋର୍ଟ ଅନୁଯାୟୀ ଅତି କମରେ ୩୦ ଜଣଙ୍କୁ ଗୁଳି କରି...

ଭୟଙ୍କର ଦୁର୍ଘଟଣା: କାର୍‌କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌, ଶିଶୁକନ୍ୟା ସମେତ ଗୋଟିଏ ପରିବାରର ୩ ମୃତ

ଗଜପତି,୪ା୧(ଗିରିଧାରୀ ପରିଛା): ନୂଆବର୍ଷର ପ୍ରଥମ ରବିବାରରେ ଗୋଟିଏ ପରିବାରରେ ତିନିଜଣଙ୍କ ଜୀବନ ଦୀପ ଲିଭିଯାଇଛି। ଗଜପତି ସୀମାନ୍ତ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ବାରୁଆ ଥାନା ଅଧୀନ...

କନ୍ଧମାଳ ମହୋତ୍ସବ 2026, ରାଇକିଆରେ ମାସ୍କଟ ଓ ମଶାଲ ଶୋଭାଯାତ୍ରା

ରାଇକିଆ,୪/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ପ୍ରଶାସନ ତରଫରୁ ଆସନ୍ତା ୭ ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । କଳା ସଂସ୍କୃତିର ପ୍ରତୀକ କନ୍ଧମାଳ ମହୋତ୍ସବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri