Posted inଫୁରସତ

ଏହି ବ୍ୟକ୍ତିଙ୍କ ପେଟରେ ରହିଛି ଏମିତି ବିଷାକ୍ତ ଗ୍ୟାସ, ଯେଉଁଥିରେ ମରିଯାଉଛନ୍ତି କୀଟପତଙ୍ଗ

ବିଶ୍ୱରେ ଖୁବ୍‌ ବିଚିତ୍ର ଲୋକ ଅଛନ୍ତି। ଏପରି ଜଣେ ବ୍ୟକ୍ତି ହେଉଛନ୍ତି ୟୁଗଣ୍ଡାର କମ୍ପଲାରେ ରହୁଥିବା ଓ୍ବାମିରମା(୪୮)। ଯେ ଦାବି କରନ୍ତି ତାଙ୍କ ପେଟରେ ଏପରି ବିଷାକ୍ତ ଗ୍ୟାସ୍‌ ଅଛି ଯାହାର ପ୍ରଭାବରେ ଆଖପାଖରେ ଥିବା ମଶା ମରିଯାନ୍ତି। ସେ ମଧ୍ୟ ଏହା କହିଛନ୍ତି ଯେ, ତାଙ୍କ ପେଟରେ ଥିବା ଏହି ଗ୍ୟାସ୍‌ ଯୋଗୁ ୬ ମିଟର ଦୂରରେ ଥିବା ମଶା ମଧ୍ୟ ମରିଯାଏ। ଆଶ୍ଚର୍ଯ୍ୟ ଘଟଣା ଏହା ଯେ, ମଶାମରା ଔଷଧ ତିଆରି କରୁଥିବା ଏକ କମ୍ପାନୀ ଓ୍ବାମିରମାଙ୍କୁ କାମରେ ଲଗାଇ ଦେଇଛି। କମ୍ପାନୀର କହିବା ଅନୁଯାୟୀ, ତାଙ୍କ ପେଟରେ ଥିବା ଗ୍ୟାସ୍‌ରୁ କମ୍ପାନୀ ମଶାମରା ଔଷଧ ପ୍ରସ୍ତୁତି ଲାଗି ବ୍ୟବହାର କରୁଛି। ମାତ୍ର ଏହି ଗ୍ୟାସ୍‌ ମଣିଷଙ୍କ ଉପରେ କୌଣସି ପ୍ରଭାବ ପକାଇ ନ ଥାଏ। ଏହା କେବଳ କୀଟପତଙ୍ଗଙ୍କ ପାଇଁ ହାନିକାରକ ହୋଇଥାଏ। ସେ ଏହା ମଧ୍ୟ ଏହା କହିଛନ୍ତି, ତାଙ୍କ ଲାଗି ଗାଁରେ କାହାକୁ ମ୍ୟାଲେରିଆ ଜ୍ୱର ହୋଇ ନାହିଁ। ଆଉ ସେ ମଶା ମରାଳି ଭାବେ ପରିଚିତ ହୋଇଛନ୍ତି। ସାଧାରଣ ଲୋକଙ୍କ ଭଳି ଖାଦ୍ୟ ଖାଉଥିଲେ ମଧ୍ୟ ତାଙ୍କ ପେଟରୁ ବାହାରୁ ଥିବା ଏହି ଗ୍ୟାସ କୀଟଙ୍କ ଲାଗି କ୍ଷତିକାରକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri