ଏହି ଭାରତୀୟ ଗାଁରେ ସମସ୍ତେ କଥା ହୁଅନ୍ତି ପର୍ତ୍ତୁଗିଜ୍‌ ଭାଷାରେ

ଭାରତ ଏମିତି ଏକ ଦେଶ ଯେଉଁଠି ସବୁଧର୍ମ ଓ ବହୁ ଭାଷାଭାଷୀର ଲୋକେ ବସବାସ କରନ୍ତି। କିନ୍ତୁ ମହାରାଷ୍ଟ୍ର ରାଇଗଡର କୋରଲାଇ ଗାଁ ସବୁଠାରୁ ନିଆରା। କାରଣ ଏଠାରେ ଥିବା ଭାରତୀୟମାନେ ପର୍ତ୍ତୁଗିଜ୍‌ ଭାଷାରେ କଥା ହୁଅନ୍ତି। କଥାଟା ଅଡୁଆ ଲାଗୁଥିଲେ ବି ସତ। ଏଠାରେ ପ୍ରାୟ ଖ୍ରୀଷ୍ଟିଆନ୍‌ ସମ୍ପ୍ରଦାୟର ଲୋକେ ବସବାସ କରନ୍ତି। ଏହା ଗୋଆ ଓ ଦାମନ ମଧ୍ୟ ଭାଗରେ ଅବସ୍ଥିତ। ବହୁବର୍ଷ ପୁରୁଣା ଏକ ପର୍ତ୍ତୁଗିଜ ଫୋର୍ଟର ଭଗ୍ନାବଶେଷ ଏଠାରେ ଦେଖିବାକୁ ମିଳିଥାଏ। ଇତିହାସ କହେ ପ୍ରାୟ ବିଂଶ ଶତାବ୍ଦୀ ବେଳକୁ ଏଠାରେ ଥିବା ମରାଠା ଓ ମୁସଲମାନମାନେ ଏଠାରୁ ଅଲଗା ହୋଇଯାଇଥିଲେ। ତେଣୁ ବାକି ରହିଯାଇଥିବା ପର୍ତ୍ତୁଗିଜ୍‌ମାନଙ୍କର ବଂଶ ବୃଦ୍ଧି ପରେ ଏମାନେ ଆଉ ଅନ୍ୟ ଭାଷାରେ କଥା ନ ହୋଇ କେବଳ ପର୍ତ୍ତୁଗିଜ୍‌ ଭାଷାରେ କଥା ହୋଇଥିଲେ। ସେବେଠାରୁ ଏଠାରେ ଏହି ଭାଷା ପ୍ରଚଳିତ ହୋଇ ଆସୁଛି ବୋଲି କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri