Posted inଖେଳ

ଏହି ମହିଳା କ୍ରିକେଟରଙ୍କୁ ବାଉନ୍ସର ମାରିବାକୁ ଚେତାବନୀ ଦେଇଥିଲେ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ

ଦିନେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ବିବାହ ପସ୍ତାବ ଦେଇଥିବା ଇଂଲଣ୍ଡ ମହିଳା କ୍ରିକେଟ ଖେଳାଳି ଡାନିଏଲ୍‌ ଓ୍ବାଟ୍‌ ଏବଂ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ନେଇ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହୋଇଥାଏ। ଏପରିକି ଉଭୟ ପ୍ରେମରେ ପଡିଥିବା ମଧ୍ୟ ଆଲୋଚନା ହୁଏ। ନିକଟରେ ଭାରତର ଅଣ୍ଡର-୧୯ କ୍ରିକେଟ ଦଳର ଅଲରାଉଣ୍ଡର ଅର୍ଜୁନଙ୍କୁ ନେଇ ଡାନିଏଲ ଏକ ବଡ ଖୁଲାସା କରିଛନ୍ତି। ଏକ ସ୍ବତନ୍ତ୍ର ସାକ୍ଷାତକାରରେ ଡାନିଏଲ କହିଛନ୍ତି, ପ୍ରଥମେ ଲଡ୍ସରେ ଆମେ ଦୁହେଁ ଭେଟ ହୋଇଥିଲୁ। ୨୦୦୯-୧୦ରେ ଯୁବ କ୍ରିକେଟରଙ୍କ ସହ ଅଭ୍ୟାସ କରୁଥିଲି। ସେତେବେଳେ ଅର୍ଜୁନଙ୍କୁ ୧୦ ବର୍ଷ ହୋଇଥିବ। ମୁଁ ଅର୍ଜୁନଙ୍କୁ ବୋଲିଂ କରେ ସେ ଭଲ ବ୍ୟାଟିଂ ମଧ୍ୟ କରନ୍ତି। ଚାହୁଁ ଚାହୁଁ ଅର୍ଜୁନ ଭଲ ପେସ୍‌ ବୋଲିଂ ମଧ୍ୟ କରିବା ଆରମ୍ଭ କଲେ। ଥରେ ସେ ମୋ ମୁଣ୍ଡକୁ ବାଉନ୍ସର ମାରିବାକୁ ଚେତାବନୀ ଦେଇଥିଲେ ବୋଲି ଓ୍ବାଟ୍‌ କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଅର୍ଜୁନ ଏବଂ ଓ୍ବାଟ୍‌ଙ୍କୁ ଲଣ୍ଡନରେ ଏକତ୍ର ବୁଲାବୁଲି କରୁଥିବାର ଦେଖାଯାଇଥିଲା। ଅର୍ଜୁନ ଅଧିକାଂଶ ସମୟ ଇଂଲଣ୍ଡରେ ରହି କ୍ରିକେଟ୍‌ ଟ୍ରେନିଂ ନେଉଥିବାବେଳେ ଡାନିଏଲ ତାଙ୍କ ଦେଖାକରିବାକୁ ଆସିଥାନ୍ତି ବୋଲି ଚର୍ଚ୍ଚା ହୁଏ। ଉଭୟଙ୍କ ଫଟୋ ମଧ୍ୟ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ୍‌ ହୋଇଥିଲା। ୨୦୧୪ରେ ଡାନିୟଲ୍‌ ନିଜ ଟୁଇଟର୍‌ରେ କୋହଲିଙ୍କୁ ବିବାହ ପ୍ରସ୍ତାବ ଦେଇ ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?