ଏହି ଷ୍ଟାର କିଡ୍‌ସ ଦେଖିବାକୁ ଅବିକଳ ମାତାପିତାଙ୍କ ପରି

ବଲିଉଡ୍‌ର କିଛି ଅଭିନେତ୍ରୀ – ଅଭିନେତା ୯୦ ଦଶକରେ ବିବାହ କରି ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିସାରିଛନ୍ତି। ମେ ୨୭ ଅର୍ଥାତ ଆଜି ଶାହାରୁଖଙ୍କ ପୁଅ ଅବରାମଙ୍କ ଜନ୍ମଦିନ। ଏହି ଷ୍ଟାର କିଡ୍‌ସ ପିତା ଶାହାରୁଖଙ୍କ ଅବିକଳ ନକଲ। ସେହିପରି ଆଉ କିଛି ଷ୍ଟାର କିଡ୍‌ସ ରହିଛନ୍ତି ଯେଉଁମାନେ ଦେଖିବାକୁ ଅବିକଳ ତାଙ୍କ ମାତାପିତାଙ୍କ ପରି। ଜାଣନ୍ତୁ ସେମାନଙ୍କ ସମ୍ପର୍କରେ…

ଆଜାଦ : ଅମୀର ଖାନ୍‌ଙ୍କ ପୁଅ ଆଜାଦ୍‌ଙ୍କ ଚେହେରା ବିଲ୍‌କୁଲ୍‌ ଅମୀରଙ୍କ ପରି। ବିଶେଷକରି ପିତା-ପୁତ୍ରଙ୍କ କାନ ସମାନ।

ତୈମୁର : ଅଭିନେତ୍ରୀ କରୀନାଙ୍କ ପିଲାବେଳର ଚେହେରା ଆଉ ତୈମୁରଙ୍କ ବର୍ତ୍ତମାନର ଚେହେରା ଏକା ପରି। ତୈମୁର ଜନ୍ମ ହେବାର ପରଠାରୁ ନିଜର ସୁନ୍ଦର ଚେହେରା ଯୋଗୁ ବଲିଉଡ୍‌ରେ ସମସ୍ତଙ୍କର ଗେହ୍ଲା।

ୟୁଗ୍‌ : ଅଭିନେତ୍ରୀ କାଜଲଙ୍କ ପୁଅ ୟୁଗ୍‌ଙ୍କ ଚେହେରା ଦେଖିବାକୁ କାଜଲଙ୍କ ପରି। ପିଲାବେଳେ କାଜଲ ଦେଖିବାକୁ ଯେମିତି ଥିଲେ ୟୁଗ୍‌ ମଧ୍ୟ ସେମିତି।

ଅବରାମ : ଶାହାରୁଖଙ୍କ ଦ୍ୱିତୀୟ ପୁତ୍ର ଅବରାମଙ୍କ ପିଲାଦିନର ଚେହେରା ଅବିକଳ ଶାହାରୁଖଙ୍କ ପିଲାଦିନ ଚେହେରା ପରି।


Enter your email to get our daily news in your inbox.

All Right Reserved By Dharitri.Com

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୨୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri