Posted inଖେଳ

ଏହି ୪ ଭାରତୀୟ ଖେଳାଳିଙ୍କ ପାଖରେ ରହିଛି ନିଜସ୍ବ ବିମାନ

ବିସିସିଆଇ ବିଶ୍ୱର ସବୁଠୁ ଧନୀ କ୍ରିକେଟ ବୋର୍ଡ ଭାବେ ପରିଚିତ। ଅନ୍ୟ ଦେଶର କ୍ରିକେଟ ଖେଳାଳିଙ୍କ ତୁଳନାରେ ଭାରତୀୟ କ୍ରିକେଟରମାନେ ସବୁଠୁ ଅଧିକ ପାରିଶ୍ରମିକ ନେଇଥାନ୍ତି। ତେଣୁ ଭାରତୀୟ କ୍ରିକେଟରମାନେ ଧନୀ ହେବା ସ୍ବାଭାବିକ। ଭାରତରେ ଏମିତି ୪ କ୍ରିକେଟର ଅଛି ଯେଉଁମାନଙ୍କ ପାଖରେ ନିଜସ୍ବ ବିମାନ ରହିଛି।
କପିଳ ଦେବ
ଭାରତୀୟ ଦଳର ପୂର୍ବତନ ଅଲରାଉଣ୍ଡର କପିଳ ଦେବଙ୍କ ପାଖରେ ବେସରକାରୀ ବିମାନ ରହିଛି।

ସଚିନ ତେନ୍ଦୁଲକର
କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ୨୬୦ କୋଟି ଟଙ୍କା ଦେଇ ଏକ ନିଜସ୍ବ ବିମାନ କିଣିଛନ୍ତି।

ମହେନ୍ଦ୍ର ସିଂ ଧୋନୀ
ଭାରତୀୟ କ୍ରିକେଟ ସଫଳତମ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ମଧ୍ୟ ନିଜସ୍ବ ବିମାନ କିଣିଛନ୍ତି।

ବିରାଟ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନିକଟରେ ଏକ ବିମାନ କିଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରରେ ଚାଞ୍ଚଲ୍ୟ: ଗୋରୁ ଚୋରି ଅଭିଯୋଗରେ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା

ରାଞ୍ଚି,୮ା୧: ଝାଡ଼ଖଣ୍ଡର ଗୋଡା ଜିଲାରେ ଗୋରୁ ଚୋରି ସନ୍ଦେହରେ ଜଣେ ୪୫ ବର୍ଷୀୟ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ପୋରାୟାହାଟ ଥାନା ଅନ୍ତର୍ଗତ ମାତିହାନି...

ସ୍ତ୍ରୀ, ୨ ଝିଅଙ୍କୁ ହତ୍ୟାକରି ନିଜ ଜୀବନ ହାରିଲେ ବ୍ୟବସାୟୀ

ଚଣ୍ଡିଗଡ଼,୮ା୧: ପଞ୍ଜାବର ଫିରୋଜପୁରରେ ଗୋଟିଏ ପରିବାରର ୪ ଜଣଙ୍କ ମୃତଦେହ ଘରୁ ଉଦ୍ଧାର ହୋଇଛି। ପରିବାରର ମୁଖ୍ୟ ଅମନଦୀପ୍‌ ସିଂ ଜଣେ ବ୍ୟବସାୟୀ। ସେ ଏକ...

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ...

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ...

ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ… 

ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ...

‘I-PAC ରେଡ ସମୟରେ ମୁଖ୍ୟମନ୍ତ୍ରୀ ତାଙ୍କ ହାତରୁ ପ୍ରମାଣ ଛଡାଇ ନେଇଥିଲେ, ଯାହା ପୂର୍ବରୁ କେବେ ହୋଇ ନ ଥିଲା’, ବଡ଼ ବାଦି କଲାଣି ଭାଜପା

କୋଲକାତା,୮।୧: କୋଇଲା ଦୁର୍ନୀତି ମାମଲାରେ ଗୁରୁବାର କୋଲକାତାର I-PAC କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଏକ ତଲାସୀ ଅଭିଯାନ ଚଳାଇଥିଲା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ...

ଡିପୋଜିଟ୍‌ ପାଇଁ  ଏଜେଣ୍ଟ ୩ ଲକ୍ଷ ଟଙ୍କା ନେଇ ଯାଉଥିଲେ, ବାଇକରେ ଆସି ଲୁଟି ନେଲେ…

ଚାନ୍ଦବାଲି,୮।୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଅପରାଧିଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଦିବା ପ୍ରାୟ ୧.୩୦ ସମୟରେ ବାଂଶଡା ଥାନା ଅଧିନ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri