ଏହିସବୁ ରୋଗରୁ ମୁକ୍ତି ଚାହୁଁ ଥିଲେ…

ନଡ଼ିଆ ଖାଇବାକୁ ଯେତିକି ଭଲ ଲାଗିଥାଏ ତା’ର ତେଲ ମଧ୍ୟ ସେତିକି ସ୍ବାସ୍ଥ୍ୟ ଉପକାରୀ। ଏହାକୁ ନିୟମିତ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିବା ଫଳରେ ହାର୍ଟଠାରୁ ଆରମ୍ଭ କରି ପାଚନ ତନ୍ତ୍ରରେ କୌଣସି ସମସ୍ୟା ହୋଇ ନ ଥାଏ। ତେବେ ଜାଣନ୍ତୁ ନଡ଼ିଆ ତେଲର ଉପକାରୀ ଗୁଣ ସମ୍ପର୍କରେ।

-ଏହାକୁ ଖାଦ୍ୟରେ ବ୍ୟବହାର କରିବା ଫଳରେ ମେଟାବୋଲିଜମ୍‌ ବଢ଼ିଥାଏ।

-ଏଥିରେ ପ୍ରସ୍ତୁତ ଖାଦ୍ୟ ଖାଇବା ଫଳରେ ପାଚନତନ୍ତ୍ର ମଜଭୁତ ହୋଇଥାଏ। ପେଟ ସମସ୍ୟା ଜନିତ ରୋଗରୁ ମୁକ୍ତି ମିଳିଥାଏ।

-ନଡ଼ିଆ ତେଲ ବ୍ୟବହାର ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବଢ଼ି କୌଣସି ସଂକ୍ରମଣ ହୋଇ ନ ଥାଏ।

-ଏହାକୁ ଡାଏଟ୍‌ରେ ସାମିଲ କରିବା ଫଳରେ ହାର୍ଟ ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କଲା ଇକ୍ୱେଡର

ଇଷ୍ଟ ରୋଦରଫୋଡ,୨୬ା୬: ଗୋଞ୍ଜାଲୋ ପ୍ଲାଟାଙ୍କ ଗୋଲ ବଳରେ ଶୁକ୍ରବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚ୍‌ରେ ଇକ୍ୱେଡର ୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କରିଛି। ଫିଫା ର଼୍ୟାଙ୍କିଙ୍ଗ୍‌ରେ ୨୩ତମ…

ଟ୍ୟୁନିସିଆକୁ ପରାସ୍ତ କରି ନକ୍‌ଆଉଟ୍‌ରେ ନେଦରଲାଣ୍ଡ୍ସ

କାନ୍ସାସ ସିଟି,୨୬ା୬: ବ୍ରିଆନ ବ୍ରୋବେଙ୍କ ଗୋଲ ବଳରେ ନେଦରଲାଣ୍ଡ୍ସ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ୩-୧ ଗୋଲରେ ଟ୍ୟୁନିସିଆକୁ ପରାସ୍ତ କରିଛି। ଏହି ବିଜୟ ସହ ନେଦରଲାଣ୍ଡ୍ସ ଗ୍ରୁପ୍‌-ଏଫ୍‌’…

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri