ଏୟାର ଏସିଆର ଟ୍ରାଭେଲ ଫେୟାର ଆଜିଠାରୁ

ଭୁବନେଶ୍ୱର,୨-୮-ପର୍ଯ୍ୟଟନ ବିକାଶ ଲାଗି ଏୟାର ଏସିଆ ପକ୍ଷରୁ ଏକ ଟ୍ରାଭେଲ ଫେୟାର ଶୁକ୍ରବାରଠାରୁ ଭୁବନେଶ୍ୱରରେ ଅନୁଷ୍ଠିତ ହେଉଛି। ଏହା ତିନିଦିନ ବ୍ୟାପି ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ ମଲ୍‌ଠାରେ ଅନୁଷ୍ଠିତ ହେବ। ଏହି ଫେୟାର ସମୟରେ ଗ୍ରାହକମାନେ ଦେଶ ମଧ୍ୟରେ କିମ୍ବା ଅନ୍ତର୍ଜାତୀୟ ଉଡାଣ ଲାଗି ବୁକିଂ ଉପରେ ସିଧାସଳଖ ୨୦% ରିହାତି ପାଇ ପାରିବେ। ଏହି ସମୟରେ ଗ୍ରାହକଙ୍କ ଲାଗି ଅନ୍ୟାନ୍ୟ ଆକର୍ଷଣୀୟ ଡିଲ ପ୍ରଦାନର ସୁବିଧା କରାଯାଉଛି। ପର୍ଯ୍ୟଟନ ଲାଗି ଭାରତ ଏକ ଅଭିବୃଦ୍ଧିଶୀଳ ବଜାର ହୋଇଥିବା ବେଳେ ଭୁବନେଶ୍ୱରକୁ ଏକ ପର୍ଯ୍ୟଟନ ହବରେ ରୂପାନ୍ତରିତ କରିବା ଲାଗି ଏଭଳି ଏକ ପଦକ୍ଷେପ ଗ୍ରହଣ କରାଯାଇଥିବା ଏୟାର ଏସିଆ ସିଓଓ ସଞ୍ଜୟ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ କରିଥିଲେ କବଜା

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା

ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ…

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ

କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ!…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri