Posted inଜାତୀୟ

ଏୟାର କମାଣ୍ଡର ଅଭିନନ୍ଦନଙ୍କ ସାହସିକତାକୁ ପାଠ ବହିରେ ପଢିବେ ଛାତ୍ରୀଛାତ୍ର

ଜୟପୁର, ୧୬।୫: ଭାରତୀୟ ବାୟୁସେନାର ଓିଙ୍ଗ କମାଣ୍ଡର ଅଭିନନ୍ଦନ ବଥର୍ର୍ମାନଙ୍କ ବାହାଦୂରୀକୁ ଏବେ ଛାତ୍ରୀଛାତ୍ର ପାଠ ବହିରେ ପଢିବେ ବୋଲି ରାଜସ୍ଥାନ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ବୁଧବାର ଶିକ୍ଷା ମନ୍ତ୍ରୀ ଗୋବିନ୍ଦ ସିଂହ ଡୋଟାସରଙ୍କ ପକ୍ଷରୁ ଏକ ପ୍ରସ୍ତାବ ଦିଆଯାଇଛି। ଗୋବିନ୍ଦ ସିଂହ କହିଛନ୍ତି, ଅଭିନନ୍ଦନ ଜୋଧପୁରର ଏକ ସ୍କୁଲରେ ପିଲାବେଳେ ପାଠ ପଢିଥିଲେ। ରାଜସ୍ଥାନ ସହ ଅଭିନନ୍ଦନଙ୍କ ସମ୍ପର୍କ ତାଙ୍କ ସାହାସକୁ ପିଲାମାନେ ବହିରେ ପଢିଲେ ଅନେକ କିଛି ଶିଖିପାରିବେ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଅଭିନନ୍ଦନ ବର୍ଥମାନ ଏୟାରଷ୍ଟ୍ରାଇକ୍‌ବେଳେ ଭାରତୀୟ ସୀମା ଭିତରକୁ ପଶିଆସିଥିବା ପାକିସ୍ତାନ ଯୁଦ୍ଧ ବିମାନ ଏଫ-୧୬କୁ ଧ୍ୱଂସ କରିବା ପାଇଁ ପିଓକେ ଭିତରକୁ ଭୁଲବଶତଃ ପଶିଯାଇଥିଲେ ଅଭିନନ୍ଦନ। ତାଙ୍କୁ ସେଠାରୁ ପାକ ସେନା କବଜା କରି ନେଇଥିଲା। ପାକିସ୍ତାନ କବଜାରେ ଭାରତୀୟ ପାଇଲଟ ଥିବା ନେଇ ଭିଡିଓ ଭାଇରାଲ ହେବା ପରେ ନିସର୍ତରେ ତାଙ୍କୁ ମୁକ୍ତ କରିବାକୁ ଭାରତ ସରକାର ଦାବି କରିଥିଲେ। ପ୍ରବଳ ଆନ୍ତର୍ଜାତିକ ଚାପ ଓ ଭାରତର ଯୁଦ୍ଧ ପ୍ରସ୍ତୁତି ଦେଖି ଶେଷରେ ପାକ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଅଭିନନ୍ଦନଙ୍କୁ ମୁକ୍ତ କରିବେ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।…

ମୋଦିଙ୍କ ୨୫ ବର୍ଷର ସଫଳତାକୁ ପ୍ରଶଂସା: କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ,ଅଶ୍ୱିନ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୭ା୧୦(ପି.ଟି.):ଗୁଜରାଟ ମୁଖ୍ୟମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଗତ ୨୫ ବର୍ଷର ସଫଳତାକୁ ପ୍ରଶଂସାକରି ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ ହୋଇଛି। ଏହି…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?