ଏୟାର ପୋର୍ଟରେ ମେକ୍‌ଅପ୍‌ ନେଲେ କରିନା: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାଁଙ୍କ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦେଖାଯାଇଛି ସେ ଏକ ବିମାନ ବନ୍ଦରରେ ମେକ୍‌ଅପ୍‌ ନେଉଛନ୍ତି। ଯଦିଓ ଏହା ସେମାନଙ୍କ ପାଇଁ ସାଧାରଣ ଘଟଣା ତଥାପି ଏଥିରେ କିଛି ବିଶେଷତ୍ୱ ନିହାତି ରହିଛି। ତେବେ କଳାକାରମାନେ ଶୁଟିଂ ସେଟ୍‌ରେ ବା ଅନ୍ୟ କୌଣସି ସ୍ଥାନରେ ମେକ୍‌ଅପ୍‌ ନେବା ଦେଖାଯାଇଥାଏ। ଅବଶ୍ୟ ଅନେକ ସମୟରେ ସେମାନଙ୍କ ପାଇଁ ଭ୍ୟାନିଟି ଭ୍ୟାନର ବ୍ୟବସ୍ଥା ମଧ୍ୟ କରାଯାଇଥାଏ। ହେଲେ କରିନା ବିମାନ ବନ୍ଦରରେ ଯେଉଁ ମେକ୍‌ଅପ୍‌ ନେଉଛନ୍ତି ତାହା କୌଣସି ଫିଲ୍ମ ଶୁଟିଂ ପାଇଁ ନୁହେଁ ବୋଲି ଜଣାପଡିଛି। କରିନା ତାଙ୍କ ସମ୍ପର୍କୀୟ ଭାଇଙ୍କ ରୋକା ସେରିମନିରେ ଯୋଗ ଦେବାକୁ ବେଙ୍ଗାଲୁରୁ ଏୟାରପୋର୍ଟରେ ମେକ୍‌ଅପ୍‌ ନେଉଥିବା ତାଙ୍କ ମେକ୍‌ଅପ୍‌ ଆର୍ଟିଷ୍ଟ ହେଲ୍ପ କରୁଥିବା ନଜର ଆସିଛି। ସମୟ ଅଭାବରୁ ହେଉ ବା ତାଙ୍କ ସାର୍ପ ପ୍ଲାନିଂ ପାଇଁ ହେଉ ଇନଷ୍ଟାଗ୍ରାମରେ ତାଙ୍କର ଏହି ଭିଡିଓକୁ ବହୁ ଲୋକ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri