ଏୟାରଟେଲ୍‌କୁ ପଛରେ ପକାଇ ଜିଓ ଦ୍ୱିତୀୟ

ନୂଆଦିଲ୍ଲୀ,୨୦-୭: ମୁକେଶ ଅମ୍ବାନୀଙ୍କ ମାଲିକାନାରେ ଥିବା ରିଲାଏନ୍ସ ଜିଓ ମେ’ରେ ଭାରତୀ ଏୟାରଟେଲକୁ ପଛରେ ପକାଇ ଦେଶର ଦ୍ୱିତୀୟ ସର୍ବବୃହତ ଟେଲିକମ କମ୍ପାନୀ ହେବାର ଗୌରବ ଅର୍ଜନ କରିଛି। ଭାରତୀୟ ଦୂରସଞ୍ଚାର ନିୟାମକ ପ୍ରାଧିକରଣ(ଟ୍ରାଇ) ପକ୍ଷରୁ ଶୁକ୍ରବାର ପ୍ରକାଶିତ ତଥ୍ୟ ଅନୁଯାୟୀ, ମେ’ରେ ଜିଓର ଗ୍ରାହକ ସଂଖ୍ୟା ୩୨.୨୯ କୋଟି ଓ ବଜାର ଅଂଶଧନ ୨୭.୮୦ ପ୍ରତିଶତରେ ପହଞ୍ଚତ୍ୟାଇଛି। ସୂଚନାଥାଉ କି, ୨୦୧୬ ସେପ୍ଟେମ୍ବରରେ ବଜାରରେ ପ୍ରବେଶ କରି ଜିଓ ଶସ୍ତା ଟାରିଫ ଜାରି କରି ବଜାରରେ ହଇଚଇ ସୃଷ୍ଟି କରିଛି। ପୂର୍ବରୁ ବଜାରରେ ଥିବା ଭୋଡାଫୋନ, ଆଇଡିଆ, ଏୟାରଟେଲ ଆଦି କମ୍ପାନୀ ଏହାକୁ ପ୍ରତିଯୋଗିତାରେ ଟକ୍କର ଦେବାକୁ ଯାଇ ପ୍ରଭୁତ କ୍ଷତି ସହି ଚାଲିଛନ୍ତି। ବସ୍ତୁତଃ ଜିଓ କାରଣରୁ ଟେଲିକମ୍‌ ସେକ୍ଟରରେ ମାନ୍ଦାବସ୍ଥା ସୃଷ୍ଟି ହୋଇଛି। ଟ୍ରାଇ ତଥ୍ୟ ଅନୁଯାୟୀ ଭୋଡାଫୋନ ଆଇଡିଆ ୩୯.୭୫ କୋଟି ଗ୍ରାହକ ଓ ୩୩.୩୬% ବଜାର ଅଂଶ ସହ ପ୍ରଥମ ସ୍ଥାନରେ ରହିଛି। ତେବେ ଏୟାରଟେଲ ୩୨.୦୩ କୋଟି ଗ୍ରାହକ ଓ ୨୭.୫୮ ପ୍ରତିଶତ ବଜାର ଅଂଶ ସହ ତୃତୀୟ ସ୍ଥାନକୁ ଖସି ଆସିଛି। ମେ’ରେ ଜିଓ ୮୧.୮୦ ଲକ୍ଷ, ଭୋଡାଫୋନ ଆଇଡିଆ ଓ ଏୟାରଟେଲ ଯଥାକ୍ରମେ ୫୬.୯୭ ଲକ୍ଷ ଏବଂ ୧୫.୦୮ ଲକ୍ଷ ନୂଆ ଗ୍ରାହକ ଯୋଡିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଗ୍ରୁପ୍‌ର ବଜାର ପୁଞ୍ଜିରେ ୧୦% ହ୍ରାସ, ନିବେଶକଙ୍କୁ ପ୍ରଭାବିତ କରିଛି ବିବାଦ

ମୁମ୍ବାଇ,୨।୧୦: ଟାଟା ଟ୍ରଷ୍ଟ ଏବଂ ଟାଟା ସନ୍ସ ମଧ୍ୟରେ ଚାଲିଥିବା ବିବାଦ ଏବେ ନିବେଶକମାନଙ୍କୁ ପ୍ରଭାବିତ କରିଛି । ଏହି କାରଣରୁ ଟାଟା ଗ୍ରୁପ ଅନ୍ତର୍ଭୁକ୍ତ ଅନେକ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

୯୦ ବର୍ଷ ଧରି ଓଡ଼ିଶା ଜୁଏଲେରି ବଜାରରେ ‘ଟ୍ରେଣ୍ଡ ସେଟର’ ପାଲଟିଛି ଖିମ୍‌ଜୀ ଦୟାଭାଇ ଗ୍ରୁପ

ଭୁବନେଶ୍ୱର,୨।୧୦: ଆବହମାନ କାଳରୁ ସୁନା ଓ ଅନ୍ୟାନ୍ୟ ମୂଲ୍ୟବାନ୍‌ ଧାତୁ ନିର୍ମିତ ଗହଣା ଚାହିଦା ଭାରତୀୟ ପରମ୍ପରାର ଅଂଶ ହୋଇ ରହିଆସିଛି । କିନ୍ତୁ ସମୟାନୁସାରେ ଅଳଙ୍କାର…

ସେନ୍‌ସେକ୍ସ, ନିଫ୍ଟିରେ ୨୫ ବର୍ଷର ସବୁଠୁ ବଡ଼ ସାପ୍ତାହିକ ହ୍ରାସ

ମୁମ୍ବାଇ,୨।୧୦(ପି.ଟି./ରଏଟର୍ସ): ଗୁରୁବାର କାରବାର ଶେଷସୁଦ୍ଧା ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ୩୧ ପଇସା ହ୍ରାସ ପାଇ ୯୬.୨୫ରେ ବନ୍ଦ ହୋଇଛି, ଯାହା ଗତ ଦୁଇ…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?