ଓଏମ୍‌ଇସିଏଲ ପାଇପାରେ ୨ଟି ଖଣି

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଗାମୀ ଦିନରେ ଓଡ଼ିଶା ଖଣିଜ ଉତ୍ତୋଳନ ନିଗମ ଲିମିଟେଡ(ଓଏମ୍‌ଇସିଏଲ୍‌)କୁ ୨ଟି ଖଣି ଆବଣ୍ଟିତ କରାଯାଇପାରେ। ଏହି ଖଣି ୨ଟି ହେଉଛି-ସୁକିନ୍ଦା କ୍ରୋମାଇଟ୍‌ ଏବଂ ଗୁହାଳୀ ଲୁହାପଥର ଖଣି। ଓଡ଼ିଶା ସରକାର ଏ ସଂକ୍ରାନ୍ତରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ସହ ଆଲୋଚନା କରୁଥିବା ଜଣାପଡିଛି। ଗତ ମାସରେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ରାଜ୍ୟ ଗସ୍ତରେ ଆସିଥିଲେ। ଓଏମ୍‌ଇସିଏଲ୍‌କୁ ୨ ଖଣି ଦେବା ପାଇଁ ସେ ସମୟରେ ତାଙ୍କୁ ଅନୁରୋଧ କରାଯାଇଥିବା ଜଣେ ଅଧିକାରୀ କହିଛନ୍ତି। ଆସନ୍ତା ମାର୍ଚ୍ଚ ୩୧ରେ ଏହି ଦୁଇ ଖଣିର ପୂର୍ବ ଲିଜ୍‌ ଅବଧି ସମାପ୍ତ ହେଉଛି। ଚଳିତଥର ଖଣି ଖନନ ପରେ ସୃଷ୍ଟି ହେଉଥିବା ଗର୍ତ୍ତକୁ ପୋତିବା, ଆଖପାଖ ଅଞ୍ଚଳର ପରିବେଶ ସମ୍ପର୍କିତ କାର୍ଯ୍ୟ ଉପରେ ଗୁରୁତ୍ୱ ଦିଆଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବାକୁ ଭାଜପାର ଇସ୍ତାହାର ପ୍ରତିଶ୍ରୁତି: ପାଣ୍ଡିଆନ

ଭୁବନେଶ୍ୱର, ୬।୫(ସୁନିତ୍‌ ମିଶ୍ର):ରାଜ୍ୟ ଭାଜପା ପ୍ରକାଶ କରିଥିବା ଇସ୍ତାହାରକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଟାର୍ଗେଟ କରିଛନ୍ତି। ଭାଜପା ଇସ୍ତାହାରରେ ଧାନର ସହାୟକ ମୂଲ୍ୟ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

‘ଜୁନ ୯ରେ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ’, ଘୋଷଣା କଲେ ପାଣ୍ଡିଆନ

କଳାହାଣ୍ଡି,୬।୫: ଜୁନ୍ ୯ ସକାଳ ସାଢେ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ଇତିହାସ ରଚିବେ । ସୋମବାର ଭବାନୀପାଟଣା...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri