Posted inଜାତୀୟ

ଓଓ୍ବେସିଙ୍କ ଦଳକୁ ଭାଜପାର ବି ଟିମ୍‌ କହିଲେ ମମତା

କୋଲକାତା,୧୯।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅସଦୁଦ୍ଦିନ୍‌ ଓଓ୍ବେସିଙ୍କ ରାଜନୈତିକ ଦଳ ଅଲ୍‌ ଇଣ୍ଡିଆ ମଜଲିସ୍‌-ଇ-ଇତେହାଦୁଲ୍‌ ମୁସ୍ଲିମିନ୍‌କୁ ଭାଜପାର ବି ଟିମ୍‌ ବୋଲି କହିଛନ୍ତି। ସେ ଓଓ୍ବେସିଙ୍କ ନାମ ନନେଇ କହିଛନ୍ତି ଯେ, କିଛି ଅଳ୍ପସଂଖ୍ୟକ କଟ୍ଟର ପନ୍ଥୀନେତା ଯେଉଁମାନେ ହାଇଦ୍ରାବାଦ୍‌ରେ ରହି ବିଭିନ୍ନ ମନ୍ତବ୍ୟ ଦେଉଛନ୍ତି। ସେମାନଙ୍କ ପ୍ରତି ଦୃଷ୍ଟି ନ ଦେବାକୁ ମମତା ଦଳୀୟ କର୍ମକର୍ତ୍ତାଙ୍କୁ ପରାମର୍ଶ ଦେଇଛନ୍ତି। ଓଓ୍ବେସି ପଶ୍ଚିମବଙ୍ଗରେ ତାଙ୍କ ଦଳ ବିଧାନସଭା ନିର୍ବାଚନ ଲଢ଼ିବା ଘୋଷଣା କରିବା ପରେ ମମତା ଏଭଳି ମନ୍ତବ୍ୟ ଦେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

କିଛି ଦେଶକୁ ନ ଯିବା ପାଇଁ ଆଡଭାଇଜରୀ ଜାରି କଲେ ଭାରତ ସରକାର, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୫: ଆଫ୍ରିକାରେ ଇବୋଲା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଏକ ଯାତ୍ରା ପରାମର୍ଶ ବା ଟ୍ରାଭେଲ ଆଡଭାଇଜରୀ ଜାରି କରିଛନ୍ତି,…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା…

ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀଙ୍କ ଆହ୍ୱାନ

ଗଞ୍ଜାମ,୨୪/୫ (ବିଦ୍ୟାଧର ସାହୁ): ନିଶାମୁକ୍ତ ସମାଜ ଗଠନ ପାଇଁ ଯୁବଗୋଷ୍ଠୀ ଆଗେଇ ଆସିଛନ୍ତି। ସମାଜରେ ଚାଲିଥିବା କୁସଂସ୍କୃତ ରାଜନୀତିରୁ ଦୂରେ ରହି ସହରର ବିକାଶ, ନିଶାମୁକ୍ତ ଗଞ୍ଜାମ…

ରେଳ କର୍ମଚାରୀଙ୍କୁ ବଡ଼ ଭେଟି ଦେଲେ ସରକାର, ଏତେ ବଢିଗଲା ଦରମା!

ନୂଆଦିଲ୍‌ଲୀ,୨୪।୫: ହାଇ-ସ୍ପିଡ ଟ୍ରେନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଭାରତୀୟ ରେଳବାଇ ଦେଶବ୍ୟାପୀ ୧୫୫ଟି ଟ୍ରେନକୁ ଏକ ନୂତନ ‘ହାଇ-ସ୍ପିଡ’ ବର୍ଗରେ ପୁନଃବର୍ଗୀକୃତ କରିଛି। ଏହି…

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri