ଓଜନ ଏବଂ ପେଟ କମାଇବ ଏହି ଯୋଗାସନ

ସୁସ୍ଥ ରହିବା ପାଇଁ ଯୋଗାସନ ଜରୁରୀ ଅଟେ। ଫଳକାସନ ଏମିତି ଏକ ଆସନ ଯାହା କରିବା ଦ୍ୱାରା ଓଜନ କମିବା ସହ ପେଟ କମିଥାଏ ବୋଲି ଯୋଗଗୁରୁ ମତ ଦିଅନ୍ତି। ଖାଲି ଏତିକି ନୁହେଁ, ପାଚନ ସମ୍ବନ୍ଧୀୟ ସମସ୍ୟା, ନିଦ୍ରାହୀନତା ହୂର ହୁଏ। ମାଂସପେଶୀ ମଜଭୁତ ହୋଇଥାଏ।

ଆସନ କରିବା ପ୍ରଣାଳୀ:
ପ୍ରଥମେ ଚଟାଣରେ ସିଧା ହୋଇ ଠିଆ ହୁଅନ୍ତୁ। ଏବେ ଆଗକୁ ଝୁଙ୍କି ଠିଆ ହୁଅନ୍ତୁ। ଦୁଇ ହାତକୁ ଚଟାଣରେ ରଖନ୍ତୁ। ତା’ପରେ ଗୋଟିଏ ପାଦ ପଛକୁ ନିଅନ୍ତୁ। ପରେ ଆଉ ଏକ ପାଦ ନିଅନ୍ତୁ। ଗୋଇଠିକୁ ଟାଣ କରି ଚଟାଣରେ ରଖନ୍ତୁ। ମୁଣ୍ଡକୁ ଆଗକୁ ଓହଳାଇ ରଖନ୍ତୁ। ଏପରି ୩୦ରୁ୪୦ ସେକେଣ୍ଡ୍‌ ସ୍ଥିତିରେ ରୁହନ୍ତୁ। ତା’ ପରେ ଆଣ୍ଠୁକୁ ଭାଙ୍ଗନ୍ତୁ। ପାଦକୁ ଏପରି ରଖନ୍ତୁ ଯେପରି ବଜ୍ରାସନ ସ୍ଥିତିରେ ରହିବ।
ଏପରି ନିୟମିତ ଭାବରେ କରନ୍ତୁ। ହାଡ଼ ମଜଭୁତ ହେବା ସହ ଅନିଦ୍ରା, ମାଇଗ୍ରେନ୍‌ ଠିକ୍‌ ହୋଇଥାଏ। ଚିନ୍ତା ଦୂର ହୁଏ। ପେଟର ମାଂସପେଶୀ କମିବା ସହ ଓଜନ କମାଇବାରେ ସହାୟକ ହୋଇଥାଏ। ଅନ୍ୟ କୌଣସି ସମସ୍ୟା ଥିଲେ ଯୋଗଗୁରୁଙ୍କ ପରାମର୍ଶ ନେଇ ଏପରି ଯୋଗ କରିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri