ଓଜନ କମାଇବ ମାଣ୍ଡିଆ ରୁଟି

ରୁଟି କଥା କହିଲେ ସମସ୍ତଙ୍କ ମନରେ ଆସିଥାଏ ଗହମ ଅଟା କିମ୍ବା ମଇଦାର ରୁଟି। ହେଲେ ସବୁବେଳେ ଗୋଟିଏ ପ୍ରକାର ରୁଟି ଖାଇ ଖାଇ ବିରକ୍ତ ହୋଇଯାଉଥିବା ଲୋକେ ଆଉ କିଛି ରୁଟି ଖାଇଲେ ଏହା ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରିବା ସହ ଚିରାଚରିତ ଜୀବନ ଶୈଳୀରେ ବି ଟିକେ ପରିବର୍ତ୍ତନ ଆସିଥାଏ। ଏମିତି କିଛି ରୁଟି ସମ୍ପର୍କରେ ଜାଣିବା।
ଓଟ୍ସ ରୁଟି: ଓଟ୍ସର ହାଲୁଆ, ଖେଚୁଡି, କୁକିଜ ବା ଅତି ବେଶୀରେ ଏହାର ଏନର୍ଜି ବାର୍‌ କଥା ଶୁଣିଥିବେ। ହେଲେ ଓଟ୍ସର ରୁଟି ମଧ୍ୟ ଦେହ ପାଇଁ ଖୁବ୍‌ ଭଲ। ତେବେ ଓଟ୍ସର ଅଟାସହ ସାମାନ୍ୟ ଗହମ ଅଟା ମିଶାଇ ଏହାର ରୁଟି ପ୍ରସ୍ତୁତ କରି ଖାଇବା ଭଲ।
ନଡ଼ିଆ ଅଟାର ରୁଟି: ଏହି ରୁଟି ହୁଏତ ଅନେକଙ୍କୁ ଜଣା ନ ଥିବ। ହେଲେ ନଡିଆକୁ ତେଲ ମାରିବା ପରେ ଏହାର ବଳକା ଅଂଶକୁ ଅଟାରେ ମିଶାଇ ରୁଟି କରି ଖାଇଲେ ଏହା ଶରୀର ପାଇଁ ଲାଭଦାୟକ। ଏଥିରେ ଫାଇବର ଓ ପ୍ରୋଟିନ ପ୍ରଚୁର ପରିମାଣରେ ରହିଥାଏ। ଏହାକୁ ଖାଇବା ଫଳରେ କୋଷ୍ଠ କାଠିନ୍ୟ ଭଳି ସମସ୍ୟା ଠିକ ହେବା ସହ ଶରୀରର ଓଜନ ବୃଦ୍ଧି ହୋଇ ନ ଥାଏ।
ସୋୟା ରୁଟି: ସୋୟାବିନରେ ରହିଛି ପ୍ରୋଟିନ୍‌ ଓ କାବ୍ରୋହାଇଡ୍ରେଟ୍ସ । ଯାହା ଶୀରରକୁ ନିତାନ୍ତ ଆବଶ୍ୟକ। ସୋୟା ରୁଟି ଶରୀରର ଓଜନ ବୃଦ୍ଧି କରିବାକୁ ଦେଇ ନ ଥାଏ।
ମାଣ୍ଡିଆ ରୁଟି: ଏହି ଶସ୍ୟଟି ଶରୀର ପାଇଁ ବେଶ୍‌ ଲାଭଦାୟକ। ୧୦୦ ଗ୍ରାମ ମାଣ୍ଡିଆରେ ପାଖାପାଖି ୫-୮ ପ୍ରତିଶତ ପ୍ରୋଟିନ, ୨.୫-୩.୫ ପ୍ରତିଶତ ମିନେରାଲ୍ସ, ୬୫-୭୫ ପ୍ରତିଶତ କାର୍ବୋହାଇଡ୍ରେଟ୍ସ ରହିଛି ଯାହା ଶରୀରର ଓଜନ କମାଇବାରେ ସହାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମାସେ ତଳେ ଫୁଲ ତୋଳିବାକୁ ଯାଉ ଆଉ ଫେରି ନ ଥିଲେ ସୁନ୍ଦରୀ: କେନାଲରୁ ମିଳିଲା…

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ପଞ୍ଚାୟତ ଗୁଡିପଦର ଗ୍ରାମ ନିକଟ ଏକ କେନାଲ ପାଖରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛି। ଖବର…

ମମତାଙ୍କୁ ଆଉ ଏକ ବଡ଼ ଝଟ୍‌କା: TMCରୁ ଆଉ ଜଣେ ଏମ୍‌ପିଙ୍କ ଇସ୍ତଫା; ଜାଣନ୍ତୁ ଏବେ ଦିଦିଙ୍କ ସହ କେତେ ରହିଲେ ଏମ୍‌ପି-ବିଧାୟକ

କୋଲକାତା,୧୧।୫: ପଶ୍ଚିମବଙ୍ଗର ଶାସକ ଦଳ ତୃଣମୂଳ କଂଗ୍ରେସ (TMC) ମଧ୍ୟରେ ସବୁ କିଛି ଠିକ୍‌ ଚାଲିନାହିଁ ଏବଂ ଦଳରେ ଦଳବଦଳର ସ୍ଥିତି ସୃଷ୍ଟି ହୋଇଛି। ଦଳର ରାଜ୍ୟ…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବ୍ଲକ ମୁଖ୍ୟ ଉନ୍ନୟନ ଅଧିକାରୀ

ଲାଞ୍ଜିଗଡ଼,୧୧ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପରିଦର୍ଶନ କରି ପ୍ରଧାନମନ୍ତ୍ରୀ-ଜନମନ ଗୃହ ପ୍ରକଳ୍ପର ଅଗ୍ରଗତି ଓ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟ…

ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ: ପିଏମ ମୋଦିଙ୍କୁ ‘ଡୋୟନ’ କହିଲା ରୁଷିଆ, ଏହାର ପ୍ରକୃତ ଅର୍ଥ ଜାଣିଲେ…

ନୂଆଦିଲ୍ଲୀ, ୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସେବା ପ୍ରଦାନ କରି ଏକ ନୂଆ ରେକର୍ଡ…

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

୩୦୦ କିଲୋ ମାଛ, ୬,୦୦୦ କମଳା ଧରି ଫିଫା ବିଶ୍ୱକପ୍‌ରେ ପହଞ୍ଚିଲା ଏହି ଦେଶ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୧।୬: ଫିଫା ବିଶ୍ୱକପ (FIFA ବିଶ୍ୱକପ ୨୦୨୬)ର ୨୩ତମ ସଂସ୍କରଣ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଘଣ୍ଟା ବାକି ଅଛି। ଏଥର ମୋଟ ୪୮ଟି ଦଳ…

ବର୍ଜ୍ୟବସ୍ତୁ ପରିଚାଳନା ଠପ୍‌, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ।…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri