ଓଜନ କମ୍‌, ହାର୍ଟ ସୁସ୍ଥ ରଖିବା ପାଇଁ ଚଢ଼ନ୍ତୁ ଶିଡ଼ି

ଓଜନ କମ୍‌ ପାଇଁ ନିୟମିତ ରୂପେ ଜିମ୍‌ ଯିବା ସହ ଡାଏଟ୍‌ କରିବା ଲାଭଦାୟକ। ଏହା ଶରୀରକୁ ସୁସ୍ଥ ରଖିଥାଏ। ଯଦି ଆପଣ କର୍ମଜୀବୀ ଏବଂ ଆପଣଙ୍କ ପାଖରେ ସମୟର ଅଭାବ ରହିଛି ତେବେ କିଛି ସହଜ ଉପାୟରେ ମଧ୍ୟ ଆପଣ ଓଜନ କମ୍‌ କରିବା ସାଙ୍ଗକୁ ହାର୍ଟକୁ ସୁସ୍ଥ ରଖିପାରିବେ।
ଲିଫ୍ଟ ପରିବର୍ତ୍ତେ ବ୍ୟବହାର କରନ୍ତୁ ଶିଡ଼ି:
-ଓଜନ କମ୍‌:
ଲିଫ୍ଟ ପରିବର୍ତ୍ତେ ଶିଡ଼ିର ବ୍ୟବହାର ଶରୀର ପାଇଁ ଲାଭଦାୟକ। ଏହା ଶରୀରର ଫ୍ୟାଟ୍‌ କମ୍‌ କରିବା ସହ ଓଜନ ନିୟନ୍ତ୍ରଣ କରିଥାଏ।
-ମାନସିକ ସୁସ୍ଥତା:
ପ୍ରତିଦିନ ଶିଡ଼ି ଚଢ଼ିବା ଦ୍ୱାରା ମାନସିକ ରୂପେ ସୁସ୍ଥ ଅନୁଭବ ହୋଇଥାଏ।
-ଖରାପ କୋଲେଷ୍ଟରଲ କମ୍‌:
ଶିଡ଼ିରେ ଜୋର୍‌ରେ ଚାଲିବା ଦ୍ୱାରା ଶରୀରରୁ ଖରାପ କୋଲେଷ୍ଟରଲ ମାତ୍ରା କମ୍‌ ହୋଇଥାଏ। ଫଳରେ ଡାଇବେଟିସ ଏବଂ ହୃଦ୍‌ ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ଇଦ-ଉଲ-ଜୁହା ଛୁଟି ପରିବର୍ତ୍ତନ: ଏହି ଦିନକୁ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର,୨୫।୫: ଶେଷରେ ଇଦ-ଉଲ-ଜୁହା ଛୁଟିକୁ ନେଇ ଦ୍ୱନ୍ଦ୍ୱ ଦୂର ହୋଇଛି। ଆସନ୍ତା ୨୭ରେ ନୁହେଁ, ୨୮ରେ ଇଦ-ଉଲ-ଜୁହା ପାଇଁ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ସରକାରଙ୍କ…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ୨ ରିକ୍ସା ଚାଳକ ଗୁରୁତର

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri