Posted inଖେଳ

ଓଜନ କୁଇଣ୍ଟାଲରୁ ଅଧିକ, କିନ୍ତୁ ପଡିଆରେ ଫିଟ୍‌ ଖେଳାଳିଙ୍କୁ ପଛରେ ପକାଇଦିଅନ୍ତି

ସାଧାରଣତଃ ଖେଳାଳିମାନେ ଶରୀରକୁ ଫିଟ ରଖିବା ଆବଶ୍ୟକ। ଶରୀର ଫିଟ୍‌ ନ ଥିଲେ ଖେଳରେ କ୍ୟାରିୟର ଗଢିବା ଯେପରି ଅସମ୍ଭବ ହୋଇପଡେ। କ୍ରିକେଟରେ ଏମିତି କିଛି ମୋଟା ଖେଳାଳି ଅଛନ୍ତିି, ଯେଉଁମାନେ ପଡ଼ିଆରେ ଫିଟ ଥିବା ଖେଳାଳିଠାରୁ ମଧ୍ୟ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି।

ଓ୍ବାରବିକ ଆର୍ମଷ୍ଟ୍ରଙ୍ଗ

ଅଷ୍ଟ୍ରେଲିଆ ପାଇଁ ୫୦ଟି ଟେଷ୍ଟ ମ୍ୟାଚ ଖେଳିଥିବା ଓ୍ବାରବିକ ମଧ୍ୟ ଅଧିକ ମୋଟା ଖେଳାଳିଙ୍କ ମଧ୍ୟରୁ ଜଣେ। ଓ୍ବାରବିକଙ୍କ ଓଜନ ୧୩୩ କିଲୋ ହୋଇଥିବାରୁ ସାଥୀ ଖେଳାଳିମାନେ ତାଙ୍କୁ ବିଗ ସିପ୍‌ ବୋଲି ଡାକନ୍ତି।

ଡ୍ବେନ ଲିଭରରକ୍‌

ବରମୁଡା କ୍ରିକେଟର ଡ୍ବେନ ଲିଭରରକ୍‌ ବିଶ୍ୱର ମୋଟା ଖେଳାଳିଙ୍କ ମଧ୍ୟରୁ ଅନ୍ୟତମ। ଡିବେନଙ୍କ ଓଜନ ପାଖାପାଖି ୧୩୬ କିଲୋ।

ମହମ୍ମଦ ଶାହାଜାଦ

ଆଫଗାନିସ୍ତାନ କ୍ରିକେଟର ମହମ୍ମଦଙ୍କୁ ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହଙ୍କ ନାଁରେ ସବୁ ଜାଣନ୍ତି। ଧୋନୀଙ୍କ ଭଳି ହେଲିକ୍ୟାପ୍ଟର ସଟ ଖେଳିବାରେ ମାହିର ମହମ୍ମଦ ଶାହାଜାଦ। ତାଙ୍କର ଓଜନ ୯୦ କେଜିରୁ ଅଧିକ।

ରହକିମ କର୍ନଓ୍ବାଲ

ରହକିମ କର୍ନଓ୍ବାଲଙ୍କ ଲମ୍ବା ୬.୫ ଫୁଟ ଓ ଓଜନ ୧୪୦ କେଜିରୁ ଅଧିକ। ଏଣ୍ଟିଙ୍ଗା ଜନ୍ମ ହୋଇଥିବା ରହକିମ ଜଣେ ଅଲରାଉଣ୍ଡର ଭାବେ ଜଣାଶୁଣା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ...

ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ...

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri