ଓଜନ ହ୍ରାସ ପାଇଁ ଖାଆନ୍ତୁ ରୁଟି

ଓଜନ ବୃଦ୍ଧି ହେଲେ ସଭିଏଁ ସାଧାରଣତଃ ବ୍ୟସ୍ତ ଓ ଚିନ୍ତିତ ହୋଇଯାଆନ୍ତି। ତେଣୁ ଓଜନ ହ୍ରାସ ପାଇଁ ବିଭିନ୍ନ ଉପାୟ ଅବଲମ୍ବନ କରିବାକୁ ପଡ଼ିଥାଏ। ଶରୀରରେ କାର୍ବୋହାଇଡ୍ରେଟ୍‌ର ମାତ୍ରା ଅଧିକ ହେଲେ ଶରୀରର ଓଜନ ବୃଦ୍ଧି ପାଇଥାଏ। ତେଣୁ ଲୋକେ କାର୍ବୋହାଇଡ୍ରେଟ୍‌ର ମାତ୍ରା କମ୍‌ ଥିବା ଖାଦ୍ୟ ଖାଇଥାଆନ୍ତି। ରୁଟିରେ କାବ୍ରୋହାଇଡ୍ରେଟ୍‌ର ପରିମାଣ କମ୍‌ ଥିବାରୁ ଅଧିକାଂଶ ଲୋକେ ଓଜନ ହ୍ରାସ ପାଇଁ ରୁଟି ଖାଇବାକୁ ଆରମ୍ଭ କରିଥାଆନ୍ତି। ମାତ୍ର ଦିନରେ କେତେ ପରିମାଣରେ ରୁଟି ଖାଇବା ଉଚିତ ଜାଣନ୍ତୁ …
* ରୁଟିରେ କାବ୍ରୋହାଇଡ୍ରେଟ୍‌ର ମାତ୍ରା କମ୍‌ ରହିଲେ ମଧ୍ୟ ଏଥିରେ ପ୍ରୋଟିନ ଓ ଫାଇବର ରହିଛି। ଏହି ଦୁଇଟି ପୋଷକ ତତ୍ତ୍ୱ ଶରୀର ପାଇଁ ଆବଶ୍ୟକ। ଗୋଟିଏ ରୁଟିରେ ୧୫ ଗ୍ରାମ କାର୍ବୋହାଇଡ୍ରେଟ୍‌, ୩ ଗ୍ରାମ ପ୍ରୋଟିନ ଓ ୦.୪ ଗ୍ରାମ ଫାଇବର ରହିଛି।
* ଯଦି ଆପଣ ଓଜନ ହ୍ରାସ ପାଇଁ ଡାଏଟିଂ କରୁଛନ୍ତି, ତେବେ ଦିନରେ କେତେ ପରିମାଣରେ କାର୍ବୋହାଇଡ୍ରେଟ୍‌ ଗ୍ରହଣ କରିବେ ତାହା ଜାଣିବା ଆବଶ୍ୟକ। ୨୫୦ ଗ୍ରାମ ପର୍ଯ୍ୟନ୍ତ କାର୍ବୋହାଇଡ୍ରେଟ୍‌ ଆପଣ ଗ୍ରହଣ କରିପାରିବେ। ତେଣୁ ଦୈନିକ ଆପଣ ୫ଟି ରୁଟି ଖାଇପାରିବେ। ବିଶେଷଜ୍ଞଙ୍କ ମତରେ ଓଜନ ହ୍ରାସ ପାଇଁ ଆପଣ ଯଥାସମ୍ଭବ ମଧ୍ୟାହ୍ନ ଭୋଜନ କିମ୍ବା ଅପରାହ୍ନ ୪ଟା ଭିତରେ ରୁଟି ଖାଇବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଆଜ୍‌ମା ଆଶଙ୍କା କମାଏ ସନ୍ତୁଳିତ ଓଜନ

ଆଜ୍‌ମା ଏଭଳି ଏକ ସସମ୍ୟା, ଯାହାକୁ ଔଷଧ ଖାଇବା ସହ ଆଉ କେତୋଟି ବିଷୟ ପ୍ରତି ଧ୍ୟାନ ଦେଲେ ତାହା ନିୟନ୍ତ୍ରଣରେ ରହିଥାଏ। ତେବେ ଏଥିରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri