ଓଡ଼ଗାଁ ଏନ୍‌ଏସି, ପୋଲିସର ମିଳିତ ଚଢ଼ାଉ: ମାସ୍କ ନ ପିନ୍ଧି ଗଣିଲେ ଜରିମାନା

ଓଡ଼ଗାଁ,୧୯ା୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ କରୋନା ପାଇଁ କଟକଣା ଲାଗି ରହିଥିବା ବେଳେ ପ୍ରତିକାର ନିମନ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇଛି। ଏପରିସ୍ଥଳେ ନୟାଗଡ଼ ଜିଲା ଓଡ଼ଗାଁ ଏନ୍‌ଏସି ଅଞ୍ଚଳରେ ଲୋକେ ଏହାକୁ ଫୁ କରି ଅନାୟସରେ ବୁଲିବାକୁ ପସନ୍ଦ କରୁଥିଲେ। ଏନେଇ ତହସିଲଦାର ବିଜୟିତା ସାମନ୍ତସିଂହାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ରବିବାର ସ୍ଥାନୀୟ ବଜାରରେ ପୋଲିସ ଓ ଏନ୍‌ଏସି କର୍ମଚାରୀ ମିଳିତ ଭାବେ ଯାଞ୍ଚ କରି ମାସ୍କ ପିନ୍ଧି ନ ଥିବା ବାଇକ୍‌ ଚାଳକ, ଟ୍ରକ ଚାଳକ ଓ ସାଧାରଣ ଲୋକଙ୍କଠାରୁ ଜରିମାନା ଆଦାୟ କରିଛନ୍ତି। ମଧ୍ୟାହ୍ନ ସୁଦ୍ଧା ୨୦ ଜଣଙ୍କଠାରୁ ୨୦୦ ଟଙ୍କା ଲେଖାଏ ଆଦାୟ କରିବା ସହିତ ସେମାନଙ୍କୁ ପୋଲିସ ଗୋଟିଏ ଲେଖାଏ ମାସ୍କ ପିନ୍ଧାଇ ଛାଡ଼ିଥିଲା। ଏ ଖବର ପ୍ରଚାର ହେବାର କିଛି ସମୟ ଭିତରେ ପ୍ରାୟ ସବୁ ଲୋକଙ୍କୁ ମାସ୍କ ପିନ୍ଧି ବଜାରରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଏହିପରି ଚଢ଼ାଉ ସାହି ସାହିରେ କରିବାକୁ ପୋଲିସ ପ୍ରସ୍ତୁତି ହେଉଥିବା ଏସ୍‌ଆଇ ସଞ୍ଜୟ କୁମାର ପରିଡ଼ା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri