ଓଡ଼ାପଡ଼ା, ୩୦।୧୦(ଡି.ଏନ.ଏ.)-ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ହିନ୍ଦୋଳରୋଡ୍ ଫାଣ୍ଡି ଅଧୀନ ଓଡ଼ାପଡ଼ା ଗ୍ରାମରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ବିବାହ କରାଇ ଦିଆଯାଇଥିବା ମଙ୍ଗଳବାର ଶିଶୁ ମଙ୍ଗଳ କମିଟି ଓ ଚାଇଲ୍ଡ ଲାଇନ୍ ନିକଟରେ ଅଭିଯୋଗ ହୋଇଛି। ଚାଇଲ୍ଡ ଲାଇନର ସନତ କୁମାର ବେହେରା, ସମନ୍ବିତ ଶିଶୁ ବିକାଶ ବିଭାଗର ସୁପରଭାଇଜର ପ୍ରଭାସିନୀ ଷଡ଼ଙ୍ଗୀ, ଫାଣ୍ଡି ପୋଲିସ ଅପରାହ୍ନରେ ଗ୍ରାମରେ ପହଞ୍ଚତ୍ ଛାନ୍ଭିନ୍ କରିଛନ୍ତି। ତେବେ ସେତେବେଳକୁ ବାହାଘର, ଭୋଜିଭାତ ଖିଆପିଆ ସରିଥିବାବେଳେ ନାବାଳିକା କନ୍ୟାକୁ ଧରି ବରପକ୍ଷ ଲୋକେ ଛୁ’ ମାରିଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଢେଙ୍କାନାଳ View All
ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…
ଥୁଆମୂଳ ରାମପୁର ବ୍ଲକ୍ରେ ଘରେ ଘରେ ତ୍ରିରଙ୍ଗା ପଦଯାତ୍ରା; ୧୦୦ ଫୁଟ୍ର ତ୍ରିରଙ୍ଗା ପାଲଟିଲା ମୁଖ୍ୟ ଆକର୍ଷଣ
ଥୁଆମୂଳ ରାମପୁର,୧୩।୮(ଦୁର୍ଗା କୀର୍ତ୍ତି): ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପକ୍ଷରୁ ଗୁରୁବାର ‘ଘରେ ଘରେ ତ୍ରିରଙ୍ଗା’…
ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ
କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…
ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ
ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…
ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…
ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…
କୋଇଡାରେ ଭୟଙ୍କର ଜଳପ୍ରଳୟ: କେର୍କେଟା ସାହିରେ ୫୦ରୁ ଉର୍ଦ୍ଧ୍ୱ ପରିବାର ଜଳବନ୍ଦୀ
ଟେନସା,୧୩ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଓ୍ବାର୍ନିଂ (Red Warning) ଜାରି କରିଛି ପାଣିପାଗ ବିଭାଗ । ତେବେ…
ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ
ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…
ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…
କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…
Archives

