ଓଡ଼ିଆ ପାଇଲଟ୍‌ ମୃତ

କବିସୂର୍ଯ୍ୟନଗର/ଭୁବନେଶ୍ୱର,୧୩।୬(ବ୍ୟୁରୋ): ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ଏଏନ୍‌-୩୨ର ସମସ୍ତ ଯାତ୍ରୀ ମୃତ। ଗୁରୁବାର ବିଧିବଦ୍ଧ ଭାବେ ଆଇଏଏଫ୍‌ ପକ୍ଷରୁ ଏହି ଘୋଷଣା କରାଯାଇଛି। ବିମାନର ଚାଳକ ଦଳରେ ଓଡ଼ିଆ ପାଇଲଟ୍‌ ସୁନୀତ୍‌ ମହାନ୍ତି ଥିଲେ। ଆଇଏଏଫ୍‌ର ଏହି ଘୋଷଣା ପରେ ସୁନୀତ୍‌ଙ୍କ ମୃତ୍ୟୁ ଘଟିଥିବା ସ୍ପଷ୍ଟ ହୋଇଛି। ସୁନୀତ୍‌ଙ୍କ ପୈତୃକ ଘର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଆମ୍ବପୁଆ ପଞ୍ଚାୟତ ବଳିଆପଲ୍ଲୀ ଗ୍ରାମରେ ଶୋକର ଛାୟା ଖେଳି ଯାଇଛି।

ସୂଚନାଯୋଗ୍ୟ, ଜୁନ୍‌ ୩ ତାରିଖରେ ଏଏନ୍‌-୩୨ ବିମାନଟି ନିଖୋଜ ହୋଇ ଯାଇଥିଲା। ମଙ୍ଗଳବାର ଏହାର ଧ୍ୱଂସାବଶେଷ ଠାବ କରାଯାଇଥିଲା। ସେବେଠାରୁ ବିମାନରେ ଥିବା ଯାତ୍ରୀମାନଙ୍କର ସୂଚନା ଲାଗି ବାୟୁସେନା ପକ୍ଷରୁ ବଡ଼ ଧରଣର ସର୍ଚ୍ଚ ଅପରେଶନ କରାଯାଉଥିଲା। ଶେଷରେ ପାରିପାଶ୍ୱିର୍ର୍କ ସ୍ଥିତି ଓ ଅନ୍ୟାନ୍ୟ ଦିଗ ଉପରେ ତର୍ଜମା କରିବା ପରେ ବିମାନରେ ଥିବା ସମସ୍ତ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ଭାରତୀୟ ବାୟୁସେନା ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri