ଓଡ଼ିଶା ଆସୁଛନ୍ତି କେ. ଶିବନ୍‌

ଭୁବନେଶ୍ୱର,୨୦।୧୯(ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ମୁଖ୍ୟ କେ. ଶିବନ୍‌। ସେପ୍ଟେମ୍ବର ୨୧ରେ ସେ ଓଡ଼ିଶା ଆସିବେ। ଭୁବନେଶ୍ୱର ଆଇଆଇଟିର ୮ମ ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିିଛି। ଚନ୍ଦ୍ରାୟନ-୨ ମିଶନ୍‌ ପରେ ଶିବନଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri