ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ଖୋର୍ଦ୍ଧା ଅଫିସ, ୧୨।୧୦: ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ସିକୋ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଶୁକ୍ରବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତମାନେ ମାସର ୨ୟ ଶନିବାର ଅର୍ଥାତ୍‌ ଛୁଟି ଦିନକୁ ଦୃଷ୍ଟିରେରଖି ବ୍ୟାଙ୍କର ଝରକା ଭାଙ୍ଗି ଭିତରେ ପଶିଛନ୍ତି। ଲକର ରୁମ୍‌ର ତାଲା ଭାଙ୍ଗିବା ସହ ଲକର ମଧ୍ୟ ଭାଙ୍ଗିଛନ୍ତି। ତେବେ କେତେ ଟଙ୍କା ଚୋରି ହୋଇଛି ତାହା ସ୍ପଷ୍ଟ ଜଣାପଡ଼ି ନାହିଁ। ଶନିବାର ସକାଳେ ଖବର ପାଇ ଖୋର୍ଦ୍ଧା ଏସ୍‌ପି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାଚାଲାଣ ହେଉଥିଲା କମର୍ସିଆଲ ଗ୍ୟାସ, ଅଚାନକ ଚଢାଉ କଲା ଯୋଗାଣ ବିଭାଗ, ଜବତ ହେଲା ଏତେ…

ଜୁନାଗଡ଼,୨୦।୪(ସୁନୀଲ କୁମାର ସିଂ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଦେଇ ରାୟପୁରକୁ ଚୋରାଚାଲାଣ ହେଉଥିବା ଏକ ବ୍ୟବସାୟିକ (କମର୍ସିଆଲ) ଗ୍ୟାସ ବୋଝେଇ ପିକ୍‌ଅପ୍‌ ଉପରେ ସୋମବାର ସ୍ଥାନୀୟ…

ରାତିରେ ଘରେ ପଶି କରିଥିଲେ ଚୋରି: ନାବାଳକଙ୍କ ସହ ଜଣେ ଅଟକ

ଆନନ୍ଦପୁର/ହାଟଡିହୀ,୨୦l୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ସୋସୋ ଥାନା ଜମ୍ଭୀରା ଗ୍ରାମରେ ଗତ ଶନିବାର ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଚୋରି କରିବା ଅଭିଯୋଗରେ ପୋଲିସ…

ମୋଦିଙ୍କ ଗସ୍ତ ପୂର୍ବରୁ ଅଘଟଣ: କାର୍ଯ୍ୟକ୍ରମ ବାତିଲ ଘୋଷଣା

ଜୟପୁର,୨୦।୪: ରାଜସ୍ଥାନର ବାଲୋତ୍ରା ଜିଲାର ପାଚପଦରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ…

ସ୍ତ୍ରୀ-ପୁଅଙ୍କ ସହ କାର୍‌ରେ ଯାଉଥିଲେ, ସାମ୍ନାରୁ ବସ୍‌ ସହ ହେଲା ଧକ୍କା, ଘଟଣାସ୍ଥଳରେ…

ଆନନ୍ଦପୁର ୨୦।୪(ସୁଶାନ୍ତ କୁମାର ସାହୁ ): ବସ୍‌ କାର୍‌ ମୁହାଁମୁହିଁ ଧକ୍କା। ଜଣେ ମୃତ ତିନି ଗୁରୁତର। ଆନନ୍ଦପୁର କରଞ୍ଜିଆ ୫୩ ନମ୍ବର ରାସ୍ତାର ଗୋ ଘାଟି…

ଜନଗଣନା ସର୍ଭେ କରିବାକୁ ଯାଇଥିଲେ ଶିକ୍ଷକ, ଘେରିଗଲେ ମହୁମାଛି: ଆଉ ତା’ପରେ…

ନୂଆପଡ଼ା,୨୦ା୪ (ମକାରୁ ବେମାଲ):ଜନଗଣନା ସର୍ଭେ କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆହତ ଶିକ୍ଷକ…

ଗଞ୍ଜାମରେ ଏହି ଦିନଠୁ ସ୍କୁଲ ଛୁଟି ଘୋଷଣା: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଛତ୍ରପୁର ୨୦।୪(ଦିଲ୍ଲୀପ ସାମଲ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲାର…

‘କବିସୂର୍ଯ୍ୟଙ୍କ ରଚନାବଳୀ ଅତ୍ୟନ୍ତ ମର୍ମସ୍ପର୍ଶୀ ଓ କାଳଜୟୀ’, ଐତିହ୍ୟ ପୂର୍ଣ୍ଣ ଜନ୍ମସ୍ଥାନର ବିକାଶ ପାଇଁ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର): କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ ଗ୍ରାମରେ ସୋମବାର ବୈଶାଖ ଶୁକ୍ଳ ତୃତୀୟା ତିଥିରେ…

ପଶ୍ଚାତାପ କରୁଛନ୍ତି ମୋଦିଙ୍କୁ ଝାଲମୁଢି ଖୁଆଇଥିବା ଦୋକାନୀ: ଦୁଃଖରେ କହିଲେ, ବଡ଼ ଭୁଲ୍‌ କରିଦେଲି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

କୋଲକାତା,୨୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବା ପାଇଁ ଅଟକିଥିବାର ଫଟୋ ଏବଂ ଭିଡିଓ ଏବେ ଘୂରି ବୁଲୁଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri