ଓଡ଼ିଶା ଫେରିବ ବିଜୁଙ୍କ ଡାକୋଟା ବିମାନ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଓଡ଼ିଶା ଫେରିବ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଡାକୋଟା ବିମାନ। ଏ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟକୁ ଚିଠି କରାଯିବ। ଲୋକ ସେବା ଭବନରେ ବସିଥିବା ବୈଠକରେ ଅନୁମୋଦନ ହେବା ପରେ ଏହି ନିଷ୍ପତ୍ତି ନିଆଯାଇଥିବା ପରିବହନ ବିଭାଗର ସ୍ବତନ୍ତ୍ର ସଚିବ ମନୋଜ ମିଶ୍ର ସୂଚନା ଦେଇଛନ୍ତି। ତେବେ ଓଡ଼ିଶା ଆସିବା ପରେ ଡାକୋଟାକୁ କେଉଁଠି ରଖାଯିବ ପରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନାଗପୁର ନିବାସୀ ଅଶୋକ ତେଭାନି ଅଦରକାରୀ ଓ୍ବେଡିଂ କାର୍ଡରୁ ଘରଚଟିଆଙ୍କ ପାଇଁ ବସା ତିଆରି କରୁଛନ୍ତି। ତାଙ୍କୁ ବୟସ ଏବେ ୭୪। ସେ ବ୍ୟାଙ୍କ ଚାକିରିରୁ ଅବସର…

୯ କିଲୋମିଟରର ଅକୁହା କାହାଣୀ

ଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri