ଓଡ଼ିଶା ବାସ୍କେଟବଲ୍‌ ଦଳରେ ଗଞ୍ଜାମର ୩ ଝିଅ

ବ୍ରହ୍ମପୁର ଅଫିସ୍‌,୫ା୧୨: ମହାରାଷ୍ଟ୍ରର ସତ୍‌ରାରେ ଆସନ୍ତା ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ୬୫ତମ ଜାତୀୟ ସ୍କୁଲ ଗେମ୍‌ସ(୧୭ବର୍ଷରୁ କମ୍‌) ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଭାଗନେବା ପାଇଁ ଓଡ଼ିଶା ବାଳିକା ବାସ୍କେଟବଲ୍‌ ଦଳ ଚୟନ ହୋଇଯାଇଛି। ଦଳରେ ଗଞ୍ଜାମର ୩ ଝିଅ ସାମିଲ୍‌ ହୋଇଛନ୍ତି । ସେମାନେ ହେଲେ ସ୍ବାଗତିକା ସାହୁ, କରିସ୍ମା ବେହେରା ଏବଂ ସୋନାଲି ତ୍ରିପାଠୀ । ଏହି ଖେଳାଳିମାନେ ଅର୍ନ୍ତଜାତୀୟ ରେଫ୍ରି ତଥା କୋଚ୍‌ ରାଜ୍‌ ନାରାୟଣ ପାତ୍ରଙ୍କଠାରୁ ପ୍ରଶିକ୍ଷଣ ଗ୍ରହଣ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri