ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମ ପରିଚାଳନା ପରିଷଦ ମାମଲା:ହାଇକୋର୍ଟଙ୍କ ରେକର୍ଡପତ୍ର ତଲବ

କଟକ ଅଫିସ,୧୮।୧୨:ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମର ପରିଚାଳନା ପରିଷଦକୁ ରଦ୍ଦ କରାଯିବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ରେଜିଷ୍ଟ୍ରାରଙ୍କ ପକ୍ଷରୁ ନିଗମର ପରିଷଦକୁ ଅସାମ୍ବିଧାନିକ ଭାବେ ରଦ୍ଦ କରାଯାଇଥିବା ନେଇ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଉକ୍ତ ମାମଲାର ଶୁଣାଣି କରି ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ ସରକାରଙ୍କଠାରୁ ସମସ୍ତ କାଗଜପତ୍ର ତଲବ କରିଛନ୍ତି। ଆସନ୍ତା ଶୁକ୍ରବାର ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଡଭୋକେଟ ଅଶୋକ ମହାପାତ୍ର ମାମଲା ପରିଚାଳନା କରୁଛନ୍ତି। ପୂର୍ବ ଶୁଣାଣିରେ ହାଇକୋର୍ଟ ପରିଚାଳନା ପରିଷଦ ରଦ୍ଦ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଷ୍ଟେଶନରେ ଭୟଙ୍କର ବିସ୍ଫୋରଣ,୧୪ ଜଣଙ୍କ ମୃତ୍ୟୁ

ଇସଲାମବାଦ୍,୧୬ା୭: ପାକିସ୍ତାନର ପଖତୁନଖ୍ୱା ପ୍ରଦେଶ ପୁଣିଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣରେ ଥରି ଉଠିଛି ।ଆତଙ୍କବାଦୀମାନେ ବାନୁ ଜିଲାର ମିରିଆନ୍ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ବିସ୍ଫୋରକ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

ଯୁଦ୍ଧ ମଧ୍ୟରେ ଇରାନକୁ ପ୍ରଶଂସା କଲେ ଡୋନାଲ୍ଡ ଟମ୍ପ: ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସଦିଚ୍ଛା(Goodwill) ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି। ଟ୍ରମ୍ପଙ୍କ ପ୍ରଶଂସା ଇରାନ ଜଣେ ଆମେରିକୀୟ ମହିଳାଙ୍କୁ ମୁକ୍ତ କରିବା ପରେ କରିଥିଲେ।…

ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ…

ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ।…

ଭାଜପାକୁ ମମତାଙ୍କ ଖୋଲା ଚ୍ୟାଲେଞ୍ଜ, ‘ଅନ୍ତ ଦେଖିବା ଯାଏ ବଞ୍ଚିବି’

କୋଲକାତା,୧୬।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri