ଓଡ଼ିଶା ସାରା ଦେଶରେ ମଡେଲ

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ଓଡ଼ିଶାରେ ମୃତ୍ୟୁହାର ସାରା ଦେଶରେ ସର୍ବନିମ୍ନ। ଦିଲ୍ଲୀରେ ମୃତ୍ୟୁହାର ୬.୬ ପ୍ରତିଶତ ରହିଥିବା ବେଳେ ଭାରତରେ ୦.୭ ପ୍ରତିଶତ। ସେହିପରି ଓଡ଼ିଶାରେ ଏହା ମାତ୍ର ୦.୦୩ ପ୍ରତିଶତ ରହିଛି। ଆରୋଗ୍ୟ ହାରରେ ମଧ୍ୟ ସାରା ଦେଶରେ ଓଡ଼ିଶା ସବୁଠାରୁ ଆଗରେ। ଦେଶରେ ଆରୋଗ୍ୟ ହାର ୫୧ ପ୍ରତିଶତ ଥିବା ବେଳେ ଓଡ଼ିଶାରେ ୬୭ ପ୍ରତିଶତ ରହିଛି। ଏବେ ଓଡ଼ିଶା ସାରା ଦେଶରେ ମଡେଲ ସାଜିଥିବା ସୋମବାର ଆୟୋଜିତ ଖବରଦାତା ସମ୍ମିିଳନିରେ ଜାତୀୟ ସ୍ବାସ୍ଥ୍ୟ ମିଶାନ, ଓଡ଼ିଶା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri