Posted inଖେଳ

ଓଡ଼ିଶା ସିନିୟର ହ୍ୟାଣ୍ଡବଲ ଦଳରେ ଆର୍ଯ୍ୟନ

ଭୁବନେଶ୍ୱର, ୨୭।୨(କ୍ରୀଡ଼ା ପ୍ରତିନିଧି)-
ରାଜ୍ୟର ଉଦୀୟମାନ ହ୍ୟାଣ୍ଡବଲ ପ୍ରତିଭା ଆର୍ଯ୍ୟନ ବ୍ରାହ୍ମିନ ଜୁନିୟର ସ୍ତରରେ ଚମତ୍କାର ପ୍ରଦର୍ଶନର ପୁରସ୍କାର ପାଇଛନ୍ତି। ତାଙ୍କୁ ଓଡ଼ିଶା ସିନିୟର ହ୍ୟାଣ୍ଡବଲ ଦଳରେ ସାମିଲ କରାଯାଇଛି। ଚଳିତମାସ ୨୯ରୁ ମାର୍ଚ୍ଚ ୩ ପର୍ଯ୍ୟନ୍ତ ବିହାରରେ ହେବାକୁଥିବା ପୂର୍ବାଞ୍ଚଳ ମହିଳା ଓ ପୁରୁଷ ହ୍ୟାଣ୍ଡବଲ ପ୍ରତିଯୋଗିତାରେ ଓଡ଼ିଶା ପୁରୁଷ ସିନିୟର ଦଳରୁ ପ୍ରତିନିଧିତ୍ୱ କରିବେ। ଗୁରୁବାର ଆର୍ଯ୍ୟନ କଟକରୁ ଓଡ଼ିଶା ଦଳ ସହ ବିହାର ଯାତ୍ରା କରିଛନ୍ତି। ଅପର୍ଣ୍ଣା ଓ ଗୌରୀ ଶଙ୍କର ମିଶ୍ରଙ୍କ ପୁତ୍ର ଆର୍ଯ୍ୟନ ୨୦୧୫ରୁ ଜାତୀୟ ସବ୍‌ଜୁନିୟର ଓ ଜୁନିୟର ଦଳରେ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରି ଆସୁଛନ୍ତି। ଏହା ବ୍ୟତୀତ ୨୦୧୮ରୁ ଜୁନିୟର ସ୍ତରରେ ଭାରତୀୟ ଦଳରୁ ପ୍ରତିନିଧିତ୍ୱ କରି ଆସୁଛନ୍ତି। ୨୦୦୪ ମାର୍ଚ୍ଚ ୧୦ରେ ଜନ୍ମିତ ଆର୍ଯ୍ୟନ ପ୍ରଥମଥରପାଇଁ ସିନିୟର ଦଳରେ ଖେଳିବାର ସୁଯୋଗ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡିଲା ବିଜେଡି ଗଡ଼; ସାମୂହିକ ଇସ୍ତଫା ଦେଲେ ୧୦ କାଉନସିଲର, ଜାଣନ୍ତୁ କାହିଁକି…

ଝାରସୁଗୁଡ଼ା,୧୪।୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେଲପାହଡ଼ରେ ଭୁଶୁଡୁଛି ବିଜେଡି ଗଡ଼। ବିଜେଡି ସଦସ୍ୟତାରୁ ଇସ୍ତଫା ଦେଲେ ୧୦ କାଉନସିଲର। ହିତେଶ ଠକରଙ୍କୁ ନିଲମ୍ବନ ପରେ କାଉନସିଲର ବିଜେଡି…

ରଥଯାତ୍ରା ପୂର୍ବରୁ ଏମିତି କହିଲେ ସୌମେନ୍ଦ୍ର ପ୍ରିୟଦର୍ଶୀ: ୬୫ ସ୍ଥାନରେ…

ପୁରୀ, ୧୪।୭: ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଟ୍ରାଫିକ୍‌ ନିର୍ଦ୍ଦେଶାବଳୀ ଭଲଭାବେ ଅନୁଧ୍ୟାନ କରିବାକୁ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପରାମର୍ଶ ଦେଇଛନ୍ତି।…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

ଏହି ଛାତ୍ରୀଛାତ୍ରଙ୍କୁ ମିଳିବ କେଜିରୁ ପିଜି ମାଗଣା ଶିକ୍ଷା; ଜାରି ହେଲା ଯୋଗ୍ୟତା ସର୍ତ୍ତ

ଭୁବନେଶ୍ୱର,୧୪।୭: କେଜିରୁ ପିଜି ମାଗଣା ପାଠପଢ଼ା ପ୍ରସଙ୍ଗ ଉପରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଯୋଗ୍ୟତା ସର୍ତ୍ତ ଜାରି କରାଯାଇଛି। ସୂଚନାନୁସାରେ ଶ୍ରେଣୀଗୃହରେ ୭୫% ଉପସ୍ଥାନ ବାଧ୍ୟତାମୂଳକ ରହିଛି।…

ରାଜଧାନୀରେ ମାତିଲେଣି ଲୁଟେରା, ଘରେ ପଶି ନେଇଗଲେ ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର

ଭୁବନେଶ୍ୱର,୧୪।୭: ରାଜଧାନୀ ଉପପଣ୍ଠରେ ମାତିଛନ୍ତି ଲୁଟେରା। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଜାମୁକୋଳି ଗାଁରେ ଏକ ବଡ଼ ଧରଣର ଲୁଟ ହୋଇଛି। କେତେଜଣ ଦୁର୍ବୃତ୍ତ ଜାମୁକୋଳି ଗାଁର ଏକ…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri