ଓଡ଼ିଶାବାସୀଙ୍କ ଜନମତକୁ ମୁଣ୍ଡପାତି ସ୍ବୀକାର କରୁଛି, ନବୀନଙ୍କୁ ଅଭିନନ୍ଦନ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଓଡ଼ିଶାର ଜନସାଧାରଣ ଭାଜପାକୁ ଆର୍ଶୀବାଦ କରିଛନ୍ତି। ଭାଜପାର ୮ଜଣ ଏମ୍‌ପି ଓ ୨୩ଜଣ ବିଧାୟକଙ୍କୁ ନିର୍ବାଚିତ କରିଥିବାରୁ ଓଡ଼ିଶାବାସୀଙ୍କ ନିକଟରେ ଶୁକ୍ରବାର କୃତଜ୍ଞତା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଜାତନ୍ତ୍ରରେ ଓଡ଼ିଶାବାସୀଙ୍କ ଜନମତ ଓ ନିଷ୍ପତ୍ତିକୁ ସେ ମୁଣ୍ଡପାତି ସ୍ବୀକାର କରୁଥିବା କହିଛନ୍ତି। ଏହାଛଡ଼ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଞ୍ଚମ ଥର ମୁଖ୍ୟମନ୍ତ୍ରୀ ହେବା ଲାଗି ସେ ଅଭିନନ୍ଦନ ଜଣାଇଛନ୍ତି।

ଧର୍ମେନ୍ଦ୍ର କହିଛନ୍ତି, ଓଡ଼ିଶାରେ ଭାଜପା ୨୦୧୪ ନିର୍ବାଚନ ତୁଳନାରେ ଚଳିତ ନିର୍ବାଚନରେ ଭଲ ପ୍ରଦର୍ଶନ କରିଛି। ୨୦୧୪ରେ ଓଡ଼ିଶାରୁ ଭାଜପା ନେତା ଜୁଏଲ ଓରାମ ଲୋକ ସଭା ଆସନରୁ ଜିତିଥିବା ବେଳେ ଚଳିତ ଥର ଓଡ଼ିଶାବାସୀ ୮ଜଣ ଏମ୍‌ପିଙ୍କୁ ଲୋକ ସଭାକୁ ପଠାଇଛନ୍ତି। ପାଖାପାଖି ୧ କୋଟି ଲୋକଙ୍କ ସମର୍ଥନ କାରଣରୁ ଏହା ହୋଇପାରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri