ଓଡ଼ିଶାବାସୀଙ୍କ ଜନମତକୁ ମୁଣ୍ଡପାତି ସ୍ବୀକାର କରୁଛି, ନବୀନଙ୍କୁ ଅଭିନନ୍ଦନ: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଓଡ଼ିଶାର ଜନସାଧାରଣ ଭାଜପାକୁ ଆର୍ଶୀବାଦ କରିଛନ୍ତି। ଭାଜପାର ୮ଜଣ ଏମ୍‌ପି ଓ ୨୩ଜଣ ବିଧାୟକଙ୍କୁ ନିର୍ବାଚିତ କରିଥିବାରୁ ଓଡ଼ିଶାବାସୀଙ୍କ ନିକଟରେ ଶୁକ୍ରବାର କୃତଜ୍ଞତା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଜାତନ୍ତ୍ରରେ ଓଡ଼ିଶାବାସୀଙ୍କ ଜନମତ ଓ ନିଷ୍ପତ୍ତିକୁ ସେ ମୁଣ୍ଡପାତି ସ୍ବୀକାର କରୁଥିବା କହିଛନ୍ତି। ଏହାଛଡ଼ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଞ୍ଚମ ଥର ମୁଖ୍ୟମନ୍ତ୍ରୀ ହେବା ଲାଗି ସେ ଅଭିନନ୍ଦନ ଜଣାଇଛନ୍ତି।

ଧର୍ମେନ୍ଦ୍ର କହିଛନ୍ତି, ଓଡ଼ିଶାରେ ଭାଜପା ୨୦୧୪ ନିର୍ବାଚନ ତୁଳନାରେ ଚଳିତ ନିର୍ବାଚନରେ ଭଲ ପ୍ରଦର୍ଶନ କରିଛି। ୨୦୧୪ରେ ଓଡ଼ିଶାରୁ ଭାଜପା ନେତା ଜୁଏଲ ଓରାମ ଲୋକ ସଭା ଆସନରୁ ଜିତିଥିବା ବେଳେ ଚଳିତ ଥର ଓଡ଼ିଶାବାସୀ ୮ଜଣ ଏମ୍‌ପିଙ୍କୁ ଲୋକ ସଭାକୁ ପଠାଇଛନ୍ତି। ପାଖାପାଖି ୧ କୋଟି ଲୋକଙ୍କ ସମର୍ଥନ କାରଣରୁ ଏହା ହୋଇପାରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ୪୦ଜଣିଆ ଷ୍ଟାର କ୍ୟାମ୍ପେନଙ୍କ ଲିଷ୍ଟ ଜାରି କଲା କଂଗ୍ରେସ

ଭୁବନେଶ୍ୱର,୪।୫: କଂଗ୍ରେସ ୪୦ଜଣିଆ ଷ୍ଟାର କ୍ୟାମ୍ପେନଙ୍କ ଲିଷ୍ଟ ଜାରି କରିଛି।

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

ପୁଣି ଦଳ ଡେଇଁଲେ ଦେବାଶିଷ, ଭାଜପା ଛାଡ଼ି କଂଗ୍ରେସରେ ହେଲେ ସାମିଲ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri