ଓଡ଼ିଶାରେ ଚତୁର୍ଥ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୩୧।୩(ବ୍ୟୁରୋ)-ଓଡ଼ିଶାରେ ମଙ୍ଗଳବାର ରାତିରେ ରାଜ୍ୟର ଚତୁର୍ଥ କରୋନା ସଂକ୍ରମିତଙ୍କୁ ଠାବ କରାଯାଇଛି। ଏହି ସଂକ୍ରମିତ ବ୍ୟକ୍ତି ଜଣେ ୨୯ ବର୍ଷୀୟ ଯୁବକ। ଭଦ୍ରକ ଜିଲାରୁ ଆସୁଥିବା ଏହି ଯୁବକ ନିକଟରେ ଦୁବାଇଗସ୍ତ କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ମାଧ୍ୟମରେ ଏହି ସୂଚନା ଜଣାପଡିଛି। ପ୍ରଥମଥର ପାଇଁ ରାଜ୍ୟର ରାଜଧାନୀ ଭୁବନେଶ୍ୱର ବାହାରର ଜଣେ ସଂକ୍ରମିତଙ୍କୁ ଠାବ କରାଯାଇଛି। ରାଜ୍ୟରୁ ପରୀକ୍ଷା କରାଯାଇଥିବା ୬୧୦ ନମୁନା ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୪ କରୋନା ପଜିଟିଭ ଚିହ୍ନଟ ହୋଇ ସାରିଲାଣି। ଭୁବନେଶ୍ୱରସ୍ଥିତ ଏମ୍ସରେ କରାଯାଇଥିବା ୧୫ଟି ନମୁନା ମଧ୍ୟରୁ ଉପରୋକ୍ତ ନମୁନାଟି କରୋନା ପଜିଟିଭ ବୋଲି ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri