ଓଡ଼ିଶାରେ ବିଜେଡି ଆଗରେ: ବିଧାନ ସଭାରେ ୯୪, ଲୋକ ସଭାରେ ୧୪ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନ ସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ପ୍ରାଥମିକ ଟ୍ରେଣ୍ଟ ଅନୁଯାୟୀ ଉଭୟ ବିଧାନସଭା ଏବଂ ଲୋକ ସଭାରେ ବିଜେଡି ବିରୋଧୀ ଭାଜପା ଏବଂ କଂଗ୍ରେସଠାରୁ ଢେର୍‌ ଆଗୁଆ ରହିଛି। ବିଧାନସଭାରେ ବିଜେଡି ୯୪ଟି ଆସନରେ ଆଗୁଆ ଥିବାବେଳେ, ଭାଜପା ୨୯, କଂଗ୍ରେସ ୧୩ ଏବଂ ଅନ୍ୟାନ୍ୟ ୨ଟି ଆସନରେ ଆଗୁଆ ରହିଛି। ସେହିପରି ଲୋକ ସଭାରେ ବିଜେଡି ୧୪ଟି ଆସନରେ ଆଗୁଆ ଥିବାବେଳେ ୭ଟି ଆସନରେ ଭାଜପା ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚିନ୍ତା ବଢାଇଲା କରୋନା; ଗଞ୍ଜାମରେ ଜାରି ହେଲା ହାଇଆଲର୍ଟ, ଏହି ସବୁ ଲକ୍ଷଣ ଦେଖାଗଲେ…

ଛତ୍ରପୁର, ୧୫।୭ (ଦିଲ୍ଲୀପ ସାମଲ ): ଦୀର୍ଘ ବର୍ଷ ଧରି ଥମି ଯାଇଥିବା କରୋନା ଭାଇରସ ପୁଣିଥରେ ସଂକ୍ରମିତ ହେବା ଆରମ୍ଭ ହୋଇଥିବା ଜଣାପଡିଛି। ଆନ୍ଧ୍ରରେ କୋଭିଡ…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ନୀତିବିହୀନ ନିର୍ଦ୍ଧାରକ

ଭାରତରେ ଖାଦ୍ୟପଦାର୍ଥର ମୂଲ୍ୟ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଖୁଚୁରା (ରିଟେଲ୍‌) ମୁଦ୍ରାସ୍ଫୀତି ୪.୩୮ ପ୍ରତିଶତରେ ପହଞ୍ଚତ୍ଛି, ଯାହା ମେ’ରେ ଥିଲା ୩.୯୩ ପ୍ରତିଶତ। ରିଜର୍ଭ ବ୍ୟାଙ୍କ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri