ଓଡ଼ିଶାରେ ଶାହା: ପୂର୍ବାଞ୍ଚଳ ଜୋନ୍‌ ପରିଷଦ ବୈଠକରେ ଯୋଗ ଦେଲେ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକରେ ଯୋଗ ଦେଇଛଛନ୍ତି। ବିମାନ ବନ୍ଦରରୁ ସିଧା ଲୋକସେବା ଭବନ ଅଭିମୁଖେ ଶାହା ଯାତ୍ରା କରିଛନ୍ତି। ୨୪ତମ ପୂର୍ବାଞ୍ଚଳ ଜୋନ୍‌ ପରିଷଦ ବୈଠକ ଲୋକସେବା ଭବନରେ ଆରମ୍ଭ ହୋଇଛି। ଶାହା ଏହି ବୈଠକରେ ଅଧ୍ୟକ୍ଷତା କରୁଛନ୍ତି। ବୈଠକରେ ଓଡ଼ିଶା, ପଶ୍ଚିମବଙ୍ଗ ଓ ବିବାହ ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେଇଛନ୍ତି। କିନ୍ତୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଭାବେ ଝାଡ଼ଖଣ୍ଡ ଅର୍ଥମନ୍ତ୍ରୀ ବୈଠକରେ ଉପସ୍ଥିତ ଅଛନ୍ତି।
ବିମାନ ବନ୍ଦରରେ ଶାହାଙ୍କୁ ଭବ୍ୟ ସ୍ବାଗତ ଜଣାଇ ଭାଜପା ନେତାମାନେ ପାଛୋଟି ନେଇଥିଲେ। ଏଥିନିମନ୍ତେ ବିମାନ ବନ୍ଦରରେ ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ଭାଜପାର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବିମାନ ବନ୍ଦରରେ ଉପସ୍ଥିତଥିଲେ। ସେମାନଙ୍କ ବ୍ୟତୀତ ରାଜ୍ୟ ସଭାପତି ସମୀର ମହାନ୍ତି ଓ ଏମ୍‌ପି ଅପରାଜିତା ଷଡଙ୍ଗୀ ମଧ୍ୟ ଶାହାଙ୍କ ସ୍ବାଗତ ନିମନ୍ତେ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri