ଓଡ଼ିଶାରେ ୫ମ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨।୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ଆଉ ଜଣେ ବ୍ୟକ୍ତିଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ରେ ପହଁଚିଛି। ୫ମ ସଂକ୍ରମିତ ଜଣକ ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳର ବୋଲି ଜଣାପଡିଛି। ତାଙ୍କ ବୟସ ୬୦ ବର୍ଷ। ସେ ଭୁବନେଶ୍ୱର ଏମ୍ସରେ ଚକିତ୍ସିତ ହେଉଥିଲେ । ତେବେ ତାଙ୍କ ବିଷୟରେ ସବିଶେଷ ଅନୁସନ୍ଧାନ ହେଉଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଯୋଗେ ସୂଚନା ପ୍ରଦାନ କରାଯାଇଛି।

ଏହାପୂର୍ବରୁ ମଙ୍ଗଳବାର ୪ର୍ଥ କରୋନା ପଜିଟିଭ ସଂକ୍ରମିତ ଭଦ୍ରକର ବୋଲି ଜଣାପଡିଥିଲା।

ଏଥିସହ ରାଜ୍ୟର ୨ୟ କରୋନା ସଂକ୍ରମିତ ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିବା ବିଷୟରେ ବୁଧବାର  ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri