ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୪(ବ୍ୟୁରୋ): ଓଡ଼ିଶାରେ ୬ଷ୍ଠ କରୋନା ଆକ୍ରାନ୍ତ ଶୁକ୍ରବାର ଚିହ୍ନଟ ହୋଇଛନ୍ତି। ସେ କଟକର ହୋଇଥିବା ବେଳେ ଦିଲ୍ଲୀ ଗସ୍ତ କରିଥିଲେ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri