ଓଡିଶା ମ୍ୟୁଚୁଆଲ ଫଣ୍ଡ ଶିଳ୍ପ ପକ୍ଷରୁ ଦାନ

ଭୁବନେଶ୍ୱର,୧୭।୪ : କୋଭିଡ୍‌-୧୯ ଲଢେଇରେ ଯୋଗଦାନ ସ୍ବରୂପ ଓଡିଶା ମ୍ୟୁଚୁଆଲ ଫଣ୍ଡ ଶିଳ୍ପ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩.୪୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ମ୍ୟୁଚୁଆଲ ଶିଳ୍ପ ସହ ଜଡିତ ୨୦୦ ଅଂଶୀଦାରଙ୍କ ଦାନ ଏହା ମଧ୍ୟରେ ସାମିଲ ରହିଛି। କୋଭିଡ-୧୯ ମାନବଜାତି ଏକ ବଡ ଚ୍ୟାଲେଞ୍ଜ ହୋଇଛି। ବର୍ତ୍ତମାନ ସମସ୍ତେ ଏହା ବିରୋଧରେ ମିଳିତ ହୋଇ ଲଢିବାର ଆବଶ୍ୟକତା ରହିଛି। ଅସୁବିଧାରେ ଥିବା ବ୍ୟକ୍ତି ବିଶେଷଙ୍କ ସହାୟତା ଲାଗି ଲୋକମାନେ ଆଗେଇ ଆସିବାକୁ ଶିଳ୍ପ ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri