ଓବିସି ବର୍ଗକୁ ସାବତ ପୁଅ ଭାବୁଛନ୍ତି ରାଜ୍ୟ ସରକାର:ଭାଜପା

ଭୁବନେଶ୍ୱର୧୮।୯(ବ୍ୟୁରୋ): ଶିକ୍ଷା କ୍ଷେତ୍ରରେ ନାମଲେଖା ପାଇଁ ସଂରକ୍ଷଣ ଦେବାରେ ରାଜ୍ୟ ସରକାର ପକ୍ଷପାତିତା କରୁଛନ୍ତି। ରାଜ୍ୟର ସଂଖ୍ୟାଧିକ ଓବିସି ଏବଂ ଏସ୍‌ଇବିସିଙ୍କୁ କ୍ରମାଗତ ଭାବେ ରାଜ୍ୟ ସରକାର ସେମାନଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରାଇଛନ୍ତି ା ଏପରି କି ରାଜ୍ୟ ସରକାର ଓବିସି ବର୍ଗକୁ ସାବତପୁଅ ଭାବୁଛନ୍ତି ବୋଲି ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ କହିଛନ୍ତି। ଶନିବାର ରାଜ୍ୟ ଓବିସି ମୋର୍ଚ୍ଚା ଛାତ୍ର ସାମ୍ମୁଖ୍ୟ ପକ୍ଷରୁ ଓବିସି କମିଶନଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରତିବାଦ କାର୍ଯ୍ୟକ୍ରମରେ ଯୋଗଦେଇ ବିଶ୍ୱାଳ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ଓବିସି ମାରଣ ନୀତି ବିରୋଧରେ ବିଭିନ୍ନ ଜାତି ବର୍ଗ ଓ ଜାତି ସମାଜ ପକ୍ଷରୁ ଆଗାମୀ ଦିନରେ ମୋର୍ଚ୍ଚା ତରଫରୁ ତୀବ୍ର ଆନ୍ଦୋଳନ କରାଯିବ ା ଏହି କାର୍ଯ୍ୟକ୍ରମରେ ରାଜ୍ୟ ଉପସଭାପତି ସୁକାନ୍ତ ବିଶ୍ୱାଳ, ପ୍ରଶାନ୍ତ କୁମାର ନାୟକ, ସାଧାରଣ ସମ୍ପାଦକ ଜ୍ଞାନେନ୍ଦ୍ର କୁମାର ସ୍ବାଇଁ, ଜାତୀୟ କାର୍ଯ୍ୟକାରୀ କମିଟି ସଦସ୍ୟ ଦୁଷ୍କନ୍ତ ଦାସ, ସମ୍ପାଦକ ଦୁର୍ଗା ପ୍ରସନ୍ନ ନାୟକଙ୍କ ସମେତ ଶତାଧିକ ଛାତ୍ର ପ୍ରତିନିଧି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?