ଓଭର ଲୋଡିଙ୍ଗରୁ ଟ୍ରାନ୍ସଫର୍ମରରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ଅଫିସ,୮ା୮: ଟାଉନ ଥାନା ଅନ୍ତର୍ଗତ କଂଗ୍ରେସ ଅଫିସ ନିକଟରେ ଥିବା ଏକ ଟ୍ରାନ୍ସଫର୍ମରରେ ବୁଧୁବାର ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ବିଭାଗ କନିଷ୍ଠ ଯନ୍ତ୍ରୀ ବନୋଦ ପଣ୍ଡାଙ୍କ କହିବା ଅନୁସାରେ, ଟ୍ରାନ୍ସଫର୍ମର ଉପରେ କ୍ଷମତାଠାରୁ ଅଧିକ ଲୋଡିଂ ପଡିଥିଲା। ଫଳରେ ସେଥିରୁ ତେଲ ବାହାରି ଅଗ୍ନିକାଣ୍ଡ ଘଟିଥିଲା। ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପ୍ରଥମେ ବିଦ୍ୟୁତ୍‌ ବିଭାଗକୁ ଖବର କରିଥିଲେ। ବିଦ୍ୟୁତ୍‌ ସରବରାହ ବନ୍ଦ କରାଯାଇଥିଲା। ପରେ ନିଅଁାକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ସମସ୍ୟାର ସ୍ଥାୟୀ ସମାଧାନ ନେଇ ବିଧାୟକଙ୍କ ଆଲୋଚନା: ପ୍ରତିଶ୍ରୁତି ଦେଇ କହିଲେ…

ଗଞ୍ଜାମ,୨୨।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଗ୍ରାମବାସୀଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ…

ନବ ନିର୍ମିିତ ବର୍ହିଚିକିତ୍ସା, ଅର୍ନ୍ତଚିକିତ୍ସା ବିଭାଗ ଗୃହର ଶୁଭ ଉଦ୍‌ଘାଟନ କଲେ ସାଂସଦ-ବିଧାୟକ

ଗଞ୍ଜାମ,୨୨।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ନବନିର୍ମିିତ ବର୍ହିଚିକିତ୍ସା ଓ ଅର୍ନ୍ତଚିକିତ୍ସା ବିଭାଗ ଗୃହକୁ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ…

ଖଣ୍ଡଦେଉଳୀରେ ପିଏମଶ୍ରୀ ସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟକ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୨।୫(ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ଖଣ୍ଡଦେଉଳୀ ଗ୍ରାମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ନବନିର୍ମିତ ବଜାର ଗୃହ ଓ ପି.ଏମ.ଶ୍ରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି ।…

ପ୍ରଥମଥର ପାଇଁ ପଞ୍ଚାୟତ ସମିତିରେ ଯୋଗଦେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ, କହିଲେ ମିଳିମିଶି କାମ କଲେ…

ଗଞ୍ଜାମ,୨୨।୫(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ପଞ୍ଚାୟତ ସମିତି ନବମ ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଅଧ୍ୟକ୍ଷତା କରିଥିଲେ।…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri