Posted inଜାତୀୟ

ଓମ୍‌ ବିର୍ଲା ହେଲେ ୧୭ ତମ ଲୋକ ସଭା ବାଚସ୍ପତି: ସମସ୍ତ ଦଳ କଲେ ସମର୍ଥନ

ନୂଆଦିଲ୍ଲୀ,୧୯।୬: ରାଜସ୍ଥାନ କୋଟା ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିବା ଓମ୍‌ ବିର୍ଲା ୧୭ତମ ଲୋକ ସଭାର ବାଚସ୍ପତି ହୋଇଛନ୍ତି। ବୁଧବାର ବାଚସ୍ପତି ଭାବେ ତାଙ୍କ ନାମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସ୍ତାବ ରଖିଥିଲେ। ମୋଦିଙ୍କ ପ୍ରସ୍ତାବକୁ ରାଜନାଥ ସିଂ ସମର୍ଥନ କରିଥିଲେ। ଏହାପରେ ଅମିତ ଶାହ, ଅରବିନ୍ଦ ସାଓ୍ବନ୍ତଙ୍କ ସମେତ ଅନ୍ୟ କେତେକ ଏମ୍‌ପି ଓମ୍‌ଙ୍କ ନାମ ପ୍ରସ୍ତାବ ଦେଇଥିଲେ ଏବଂ ଅନ୍ୟ ସଦସ୍ୟମାନେ ଏହାକୁ ସମର୍ଥନ କରିଥିଲେ। ନିର୍ବାଚନ ପରେ ଓମ୍‌ ବିର୍ଲା ବାଚସ୍ପତି ଆସନରେ ଅଧିଷ୍ଠିତ ହୋଇଥିଲେ। ଏହାପରେ ଲୋକ ସଭାର କାର୍ଯ୍ୟ ସାଧାରଣ ଭାବେ ଆରମ୍ଭ ହୋଇଥିଲା। କଂଗ୍ରେସ ସମେତ ଅନ୍ୟ ଦଳ ଓମ୍‌ଙ୍କୁ ସମର୍ଥନ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ…

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

ଜୁଲାଇ ୧୬ରେ ରାଜଧାନୀର ବଡ଼ ଇଲାକାରେ କଟିବ ବିଜୁଳି, ଏହି ସବୁ ଏରିଆ ହେବ ପ୍ରଭାବିତ

ନୂଆଦିଲ୍ଲୀ, ୧୫।୭: ରାଜଧାନୀ ଦିଲ୍ଲୀରେ ବିଜୁଳି ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ଯୋଗୁଁ ଅଲଗା ଅଲଗା ଦିନରେ ଭିନ୍ନ ଭିନ୍ନ ଅଞ୍ଚଳରେ ବିଦ୍ୟୁତ ସମ୍ବନ୍ଧୀୟ କାମ କରାଯାଉଛି। ଏହି…

କାର ଭିତରୁ ରାଇଫଲ ସହ ୯୩ ହଜାର ଜବତ: ୩ ଜଣଙ୍କୁ କୋର୍ଟଚାଲାଣ

କେସିଙ୍ଗା,୧୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପୋଲିସ ଚେକିଂ ଚାଲିଥିବା ସମୟରେ ଗତକାଲି ଏକ ବେଆଇନ ଦେଶୀ ବନ୍ଧୁକ ସହ ୯୩ ହଜାର ଜବତ ହୋଇଛି। ଏହି…

୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ…

ସମ୍ପର୍କରେ କଳଙ୍କ: ଦୁଇ ନାବାଳିକା ଝିଅଙ୍କୁ ଭୟଭୀତ କରି ବଳାତ୍କାର କରୁଥିଲେ ବାପା; ମା’ ଜାଣିବା ପରେ…

ବସ୍ତି,୧୫।୭: ଉତ୍ତର ପ୍ରଦେଶର ବସ୍ତି ଜିଲା କଲୱାରୀ ଥାନା ଅଞ୍ଚଳରୁ ଏକ ଅତି ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ପିତା ନିଜର ଦୁଇ ନାବାଳିକା ଝିଅଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri