ଓମ୍‌ଫେଡ୍‌ ପାର୍ଲରରୁ ୪୦ ହଜାର ଚୋରି

ଭଦ୍ରକ ଅଫିସ, ୨୩।୧୦: ଭଦ୍ରକ ଟାଉନ ଥାନା ରାଜଘାଟ ଛକ ନିକଟସ୍ଥ ସୀତାରାମ କମ୍ପ୍ଲେକ୍ସଠାରେ ଥିବା ଓମ୍‌ଫେଡ୍‌ ପାର୍ଲରରୁ ୪୦ ହଜାର ଟଙ୍କା ଚୋରି ହୋଇଛି। ଏ ନେଇ ପାର୍ଲର ମାଲିକ କମଳା ସାହୁ ଟାଉନ ଥାନାରେ ଏତଲା ଦାଏର କରିବା ପରେ ପୋଲିସ ନିକଟସ୍ଥ ଦୋକାନଗୁଡ଼ିକର ସିସିଟିଭି ଫୁଟେଜ୍‌ ଆଧାରରେ ତଦନ୍ତ ଆରମ୍ଭ କରିଛି। ଦୋକାନୀ ଜଣଙ୍କ ସ୍ବଳ୍ପ ସମୟ ପାଇଁ ଅନୁପସ୍ଥିତ ଥିବା ସୁଯୋଗରେ କୌଣସି ଦୁର୍ବୃତ୍ତ କ୍ୟାସ୍‌ବକ୍ସରୁ ଗଣା ହୋଇ ରଖାଯାଇଥିବା ଟଙ୍କା ନେଇ ଚମ୍ପଟ ମାରିଥିବା ଜଣାପଡ଼ିଛି। ଲଗାତାର ସହରରେ ଚୋରି ଓ ଲୁଟ୍‌ ଘଟଣା ସହରବାସୀଙ୍କ ପାଇଁ ଏବେ ନିତିଦିନିଆ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ, ୨୦୨୬ ମାର୍ଚ୍ଚରୁ ଆରମ୍ଭ ହେବ ତାଣ୍ଡବ! ଡିସେମ୍ୱରରେ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀରେ କୋଭିଡ-୧୯ ମହାମାରୀ, ୯/୧୧ ଆକ୍ରମଣ ଏବଂ ରାଜକୁମାରୀ ଡାଏନାଙ୍କ ମୃତ୍ୟୁ ଭଳି ଘଟଣା ଅନ୍ତର୍ଭୁକ୍ତ। ତାଙ୍କର କିଛି ଭବିଷ୍ୟବାଣୀ ୨୦୨୬ ବର୍ଷ...

ଅନୁସୂଚିତ ଜନଜାତି-ଜାତି ଉନ୍ନୟନ ବିଭାଗର ବଡ଼ ପଦକ୍ଷେପ: ଲୁକ୍କାୟିତ ପ୍ରତିଭାଙ୍କୁ ଚି଼ହ୍ନଟ

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ହେଲିପ୍ୟାଡ଼ ପଡିଆଠାରେ ବୁଧବାର ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରକାଶ ଯେ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ...

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ...

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri