ଓଲଟିଲା ଆଳୁ ବୋଝେଇ ଟ୍ରକ୍‌

ପାଟଣା, ୨୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥର ହାତୀବାରି ନିକଟରେ ଏକ ୧୪ ଚକିଆ ଆଳୁ ବୋଝେଇ ଟ୍ରକ୍‌ ବୁଧବାର ଭୋରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଟ୍ରକ୍‌ ଚାଳକ ଓ ଖଲାସି ଆହତ ହୋଇଛନ୍ତି। ଉକ୍ତ ଗାଡ଼ିଟି କୋଲ୍‌କାତାରୁ ମୁମ୍ବାଇ ଅଭିମୁଖେ ଯାଉଥିଲା ବେଳେ ଭାରସାମ୍ୟ ହରାଇ ହାତୀବାରି ନିକଟରେ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ରାହୁଲ ଗାନ୍ଧୀଙ୍କୁ ବିବାହ ପାଇଁ ମନାନ୍ତୁ’, କାହାକୁ ଏମିତି ଅନୁରୋଧ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୨୯।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ମହମ୍ମଦ ଇରଫାନ ସୋସିଆଲ ମିଡ଼ିଆରେ ବେଶ ଛାଇ ହୋଇ ରହିଛନ୍ତି। ଜନ୍ତର-ମନ୍ତରରେ ପ୍ରଦର୍ଶନ ସମୟର ତାଙ୍କର…

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ଜିଲାପାଳଙ୍କ ବଡ଼ ସୂଚନା: ଗଞ୍ଜାମ ଲକ୍ଷ୍ୟ ନିକେତନ ଭଳି ପ୍ରଶିକ୍ଷଣ ଏବେ ପଞ୍ଚାୟତସ୍ତରରେ, ଛାତ୍ରୀଛାତ୍ରଙ୍କୁ…

ଛତ୍ରପୁର, ୨୯।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ) : ଭାରତବର୍ଷରେ ପ୍ରଶାସନିକ ସେବା ଗୌରବମୟ ଏବଂ ଉଚ୍ଚକୋଟୀ ଚାକିରି ଭାବେ ପରିଚିତ ଅଟେ। ଏହାକୁ ପାଇବାକୁ ହେଲେ ଆଶାୟୀ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଏତେ ଟଙ୍କା ବକେୟା ପଡିଛି ବିଦ୍ୟୁତ୍‌ ବିଲ: ବନ୍ଦ ହେଲା ପାଣି ପମ୍ପ, ସମସ୍ୟାର ସମାଧାନ ନ ହେଲେ…

ମୋହନା, ୨୯।୭( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ପାନୀୟ ଜଳ ସଙ୍କଟ ଆଶଙ୍କା। ବକେୟା ବିଦ୍ୟୁତ୍‌ ବିଲ ପୈଠ ନହେବାରୁ ପଞ୍ଚାୟତର ପାନୀୟ ଜଳ…

ଭିତରେ ଶୋଇଥିଲେ ପରିବାର, ପ୍ରବଳ ବର୍ଷାରେ ଭୁଶୁଡ଼ି ପଡ଼ିଲା ଘର

ପଦ୍ମପୁର,୨୯।୭ (ପ୍ରଦୀପ୍ତ ଦାଶ) : ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ପଦ୍ମପୁର ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଅବିରତ ବର୍ଷା…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଭାରତରେ ନିଶା କବଳରେ ଏକ ପଞ୍ଚମାଂଶ କିଶୋରୀକିଶୋର

ନୂଆଦିଲ୍ଲୀ,୨୯ା୭: ସମ୍ପ୍ରତି କିଶୋରୀକିଶୋରଙ୍କ ମଧ୍ୟରେ ନିଶା ସେବନର ପ୍ରବଣତା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ନିଶା ସେବନ କରି ଏକ ଖୁସ୍‌ମିଜାସ୍‌ ସ୍ଥିତିରେ ରହିବାକୁ ଚାହୁଁଛନ୍ତି। ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri