ଓଲଟିଲା ଗାଡ଼ି, ଲୋକେ ନେଇଗଲେ କୁକୁଡ଼ା

ବଡ଼ଗାଁ,୨୬।୩(ଅଶୋକ ଷଡ଼ଙ୍ଗୀ)-ବଡ଼ଗାଁ ଷ୍ଟେଟବ୍ୟାଙ୍କ ନିକଟ ରାଜ୍ୟ ରାଜପଥରେ ମଙ୍ଗଳବାର ସକାଳେ ଦୁର୍ଘଟଣାରେ ଏକ କୁକୁଡ଼ା ବୋଝେଇ ପିକ୍‌ଅପ୍‌ ଗାଡ଼ି ଓଲଟି ପଡ଼ିଥିଲା। ଏହାର ସୁଯୋଗ ନେଇ ଲୋକମାନେ କୁକୁଡ଼ା ସବୁ ଝାଂପି ନେଇ ଦୌଡ଼ି ପଳାଇଥିଲେ। ସୁନ୍ଦରଗଡ଼ ପଟୁ ରାଉରକେଲା ଯାଉଥିବା ଏକ କୁକୁଡ଼ା ବୋଝେଇ ପିକଅପ ଗାଡ଼ି ପଛପଟୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ କୁକୁଡ଼ା ବୋଝେଇ ଗାଡ଼ି ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ପୋଲିସ ସୂଚନା ପାଇ ପହଞ୍ଚିଥିଲେ ଓ ବିପଦ ସଙ୍କୁଳ ଅବସ୍ଥାରେ ଗାଡ଼ି ଥିବାରୁ ଲୋକଙ୍କୁ ବୁଝାଇଥିଲେ। ଏହି ଦୁର୍ଘଟଣାରେ ଗାଡ଼ି ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri