ଓଲଟିଲା ଯାତ୍ରୀବାହୀ ବସ୍‌: ୨୦ ଆହତ

କେନ୍ଦୁଝର,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ରଜାବସା ନିକଟରେ ଏନଏଚ-୨୦ରେ ଏକ ଯାତ୍ରୀବାହୀ ବସ୍‌(ନମ୍ବର-ଓଆର୦୫ଏଏନ/୬୨୩୦) ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି। ଫଳରେ ୨୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରଥିଲେ। ଗୁରୁତର ୪ ଜଣଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଥିବାବେଳେ ଅନ୍ୟମାନଙ୍କୁ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ବଡ଼ବିଲରୁ ଭୁବନେଶ୍ୱର ଯାଉଥିବା ସଂସ୍କାର ନାମକ ଘରୋଇ ବସ୍‌ଟି ଦ୍ରୁତ ଗତିରେ ଆସୁଥିବା ବେଳେ ବୁଧବାର ରାତି ୧୧ରେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri