ଓଷ୍ଟାର ବ୍ଲକସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ: ବ୍ଲକ ନୂତନ କର୍ମକର୍ତ୍ତା ମନୋନୀତ

ନୂଆପଡା ଅଫିସ,୬ା୯-ସ୍ଥାନୀୟ ଗୋଡଫୁଲା ହାଇସ୍କୁଲ ପରିସରରେ ଓଷ୍ଟା (ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ) ନୂଆପଡା ବ୍ଲକସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦେଓସିଂ ବିଶ୍ୱାଳ ସଭାପତିତ୍ୱ କରିଥିବାବେଳେ ଜିଲା ସମ୍ପାଦକ ବିନୋଦ ବିହାରୀ ପାଢୀ ମୁଖ୍ୟଅତିଥି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରବୀନ୍ଦ୍ର ଯୋଷୀ, ଜିଲା ଉପସଭାପତି ପରମାନନ୍ଦ ସାହୁ, ପାଣ୍ଡୁରାମ ପାଣ୍ଡେ, ସୁବାସ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ଶିକ୍ଷକମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ଏହା ଉପରେ ବିଭିନ୍ନ ସମୟରେ ସରକାର ନିଦାବିଷ୍ଣୁ ହୋଇ ଦାବିଗୁଡିକୁ ଗୁରୁତ୍ୱ ଦେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏହି ଅବସରରେ କର୍ମକର୍ତ୍ତା ଚୟନ କରାଯାଇଥିଲା। ସର୍ବସମ୍ମତିକ୍ରମେ ସଭାପତି ଭାବେ ହେମସାଗର ରାଉତ, ଦେଓସିଂ ବିଶ୍ୱାଳ ଉପସଭାପତି, ପ୍ରଦୀପ କୁମାର ଭୋଇ ସମ୍ପାଦକ, ପ୍ରଫୁଲ୍ଲ କୁମାର ମହାରଣା, କୌସ୍ତୁଭ ସାହୁ ଯୁଗ୍ମ ସମ୍ପାଦକ, ପାଣ୍ଡୁରାମ ପାଣ୍ଡେ, ଆଦମ କୁମାର ପାଣ୍ଡେ ଜିଲା କମିଟି ସଦସ୍ୟ ଏବଂ ଭୋଜରାମ ହଂସ ରାଜ୍ୟ କାଉନସିଲ ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri